ଯୋହନ 16:12 - ପବିତ୍ର ବାଇବଲ12 “ମୋର ତୁମ୍ଭମାନଙ୍କୁ କହିବା ପାଇଁ ବହୁତ କଥା ଅଛି। କିନ୍ତୁ ସେତେ ମାତ୍ରାରେ ସେଗୁଡ଼ିକ ବର୍ତ୍ତମାନ ତୁମ୍ଭେ ଗ୍ରହଣ କରି ପାରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)12 ମୋହର ତୁମ୍ଭମାନଙ୍କୁ ଆହୁରି ଅନେକ କଥା କହିବାର ଅଛି, ମାତ୍ର ତୁମ୍ଭେମାନେ ଏବେ ସେହିସବୁ ସହି ପାର ନାହିଁ। Gade chapit laଓଡିଆ ବାଇବେଲ12 ମୋହର ତୁମ୍ଭମାନଙ୍କୁ ଆହୁରି ଅନେକ କଥା କହିବାର ଅଛି, ମାତ୍ର ତୁମ୍ଭେମାନେ ଏବେ ସେହି ସବୁ ସହି ପାର ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)12 “ତୁମ୍ଭମାନଙ୍କୁ ମୋର ଆହୁରି ଅନେକ କିଛି କହିବାର ଅଛି, କିନ୍ତୁ ବର୍ତ୍ତମାନ ତାହା ସବୁ ତୁମ୍ଭମାନଙ୍କ ପକ୍ଷେ ଅସହ୍ୟ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମୋହର ତୁମ୍ଭମାନଙ୍କୁ ଆହୁରି ଅନେକ କଥା କହିବାର ଅଛି, ମାତ୍ର ତୁମ୍ଭେମାନେ ଏବେ ସେହିସବୁ ସହି ପାର ନାହିଁ। Gade chapit la |