ଯୋହନ 16:5 - ପବିତ୍ର ବାଇବଲ5 ବର୍ତ୍ତମାନ ମୁଁ ମୋର ପ୍ରେରଣକର୍ତ୍ତାଙ୍କ ପାଖକୁ ଯାଉଛି। କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ମୋତେ କେହି ପଗ୍ଭରୁ ନାହଁ, “ତୁମ୍ଭେ କେଉଁଆଡ଼େ ଯାଉଛ?” Gade chapit laପବିତ୍ର ବାଇବଲ (Re-edited) - (BSI)5 କିନ୍ତୁ ବର୍ତ୍ତମାନ ମୁଁ ମୋହର ପ୍ରେରଣକର୍ତ୍ତାଙ୍କ ନିକଟକୁ ପ୍ରୟାଣ କରୁଅଛି, ଆଉ ତୁମ୍ଭେ କେଉଁ ସ୍ଥାନକୁ ଯାଉଅଛ ବୋଲି ତୁମ୍ଭମାନଙ୍କ ମଧ୍ୟରୁ କେହି ମୋତେ ପଚାରୁ ନାହଁ। Gade chapit laଓଡିଆ ବାଇବେଲ5 କିନ୍ତୁ ବର୍ତ୍ତମାନ ମୁଁ ମୋହର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି, ଆଉ ତୁମ୍ଭେ କେଉଁ ସ୍ଥାନକୁ ଯାଉଅଛ ବୋଲି ତୁମ୍ଭମାନଙ୍କ ମଧ୍ୟରୁ କେହି ମୋତେ ପଚାରୁ ନାହଁ । Gade chapit laପବିତ୍ର ବାଇବଲ (CL) NT (BSI)5 ଏବେ ମୁଁ ମୋର ପ୍ରେରଣକର୍ତ୍ତାଙ୍କ ନିକଟକୁ ଫେରି ଯାଉଛି। ତଥାପି ମୁଁ କୁଆଡ଼େ ଯାଉଛି ବୋଲି ତୁମ ମଧ୍ୟରୁ କେହି ମୋତେ ପଚାରୁ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 “କିନ୍ତୁ ବର୍ତ୍ତମାନ ମୁଁ ମୋହର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି, ଆଉ ତୁମ୍ଭେ କେଉଁ ସ୍ଥାନକୁ ଯାଉଅଛ ବୋଲି ତୁମ୍ଭମାନଙ୍କ ମଧ୍ୟରୁ କେହି ମୋତେ ପଚାରୁ ନାହଁ। Gade chapit la |
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି।