ଯୋହନ 16:6 - ପବିତ୍ର ବାଇବଲ6 ତୁମ୍ଭମାନଙ୍କ ହୃଦୟ ଦୁଃଖରେ ପରିପୂର୍ଣ୍ଣ କାରଣ ମୁଁ ତୁମ୍ଭକୁ ଏସବୁ କହିଲି। Gade chapit laପବିତ୍ର ବାଇବଲ (Re-edited) - (BSI)6 ମାତ୍ର ମୁଁ ତୁମ୍ଭମାନଙ୍କୁ ଏହିସମସ୍ତ କଥା କହିଥିବାରୁ ତୁମ୍ଭମାନଙ୍କ ହୃଦୟ ଦୁଃଖରେ ପରିପୂର୍ଣ୍ଣ ହୋଇଅଛି। Gade chapit laଓଡିଆ ବାଇବେଲ6 ମାତ୍ର ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିବାରୁ ତୁମ୍ଭମାନଙ୍କ ହୃଦୟ ଦୁଃଖରେ ପରିପୂର୍ଣ୍ଣ ହୋଇଅଛି । Gade chapit laପବିତ୍ର ବାଇବଲ (CL) NT (BSI)6 ଏବେ ମୋର ଏସବୁ କଥା ଶୁଣି ତୁମେ ଦୁଃଖରେ ଅଧୀର ହୋଇ ପଡ଼ିଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମାତ୍ର ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିବାରୁ ତୁମ୍ଭମାନଙ୍କ ହୃଦୟ ଦୁଃଖରେ ପରିପୂର୍ଣ୍ଣ ହୋଇଅଛି। Gade chapit la |