ଯୋହନ 17:10 - ପବିତ୍ର ବାଇବଲ10 ମୋର ଯାହାସବୁ ଅଛି, ସବୁ ତୁମ୍ଭର ଏବଂ ତୁମ୍ଭର ଯାହା ଅଛି, ସବୁ ମୋର। ଏହି ଲୋକମାନେ ମୋତେ ଗୌରବାନ୍ୱିତ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)10 ଯାହା ଯାହା ମୋହର, ସେହିସବୁ ତୁମ୍ଭର, ପୁଣି ଯାହା ଯାହା ତୁମ୍ଭର, ସେହିସବୁ ମୋହର; ଆଉ, ମୁଁ ସେମାନଙ୍କଠାରେ ମହିମାନ୍ଵିତ ହୋଇଅଛି। Gade chapit laଓଡିଆ ବାଇବେଲ10 ଯାହା ଯାହା ମୋହର, ସେହି ସବୁ ତୁମ୍ଭର, ପୁଣି, ଯାହା ଯାହା ତୁମ୍ଭର, ସେହି ସବୁ ମୋହର; ଆଉ, ମୁଁ ସେମାନଙ୍କଠାରେ ମହିମାନ୍ୱିତ ହୋଇଅଛି । Gade chapit laପବିତ୍ର ବାଇବଲ (CL) NT (BSI)10 ମୋର ଯାହା କିଛି ଅଛି, ସବୁ ତୁମର ଓ ତୁମର ଯାହା କିଛି ଅଛି, ସବୁ ମୋର ଏବଂ ଏମାନଙ୍କ ଦ୍ୱାରା ମୁଁ ଗୌରବାନ୍ୱିତ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯାହା ଯାହା ମୋହର, ସେହିସବୁ ତୁମ୍ଭର, ପୁଣି, ଯାହା ଯାହା ତୁମ୍ଭର, ସେହିସବୁ ମୋହର; ଆଉ, ମୁଁ ସେମାନଙ୍କଠାରେ ମହିମାନ୍ୱିତ ହୋଇଅଛି। Gade chapit la |