Biblia Todo Logo
Bib sou entènèt

- Piblisite -




ଯୋହନ 17:16 - ପବିତ୍ର ବାଇବଲ

16 ମୁଁ ଯେପରି ଜଗତର ନୁହେଁ, ସେମାନେ ସେହିପରି ଏହି ଜଗତର ନୁହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ମୁଁ ଯେପରି ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେପରି ଜଗତରୁ ଉତ୍ପନ୍ନ ନୁହନ୍ତି।

Gade chapit la Kopi

ଓଡିଆ ବାଇବେଲ

16 ମୁଁ ଯେପରି ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେପରି ଜଗତରୁ ଉତ୍ପନ୍ନ ନୁହଁନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ମୁଁ ଯେପରି ଏ ଜଗତର ନୁହେଁ, ସେମାନେ ମଧ୍ୟ ନୁହଁନ୍ତି। ତୁମର ବାକ୍ୟ ହିଁ ସତ୍ୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମୁଁ ଯେପରି ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେପରି ଜଗତରୁ ଉତ୍ପନ୍ନ ନୁହଁନ୍ତି।

Gade chapit la Kopi




ଯୋହନ 17:16
3 Referans Kwoze  

ମୁଁ ସେମାନଙ୍କୁ ତୁମ୍ଭର ଉପଦେଶ ଦେଇଅଛି। ଆଉ ଏହି ଜଗତର ଲୋକମାନେ ସେମାନଙ୍କୁ ଘୃଣା କରନ୍ତି। କାରଣ ସେମାନେ ଜଗତର ନୁହନ୍ତି ଓ ଯେପରି ମୁଁ ମଧ୍ୟ ଏହି ଜଗତରୁ ଉତ୍ପନ୍ନ ନୁହେଁ।


କିନ୍ତୁ ଯୀଶୁ ସେହି ଯିହୂଦୀମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନରୁ ସୃଷ୍ଟ, କିନ୍ତୁ ମୁଁ ଊର୍ଦ୍ଧ୍ୱରୁ ଆସିଛି। ତୁମ୍ଭେମାନେ ଏ ପୃଥିବୀର ଲୋକ, କିନ୍ତୁ ମୁଁ ପୃଥିବୀର ଲୋକ ନୁହେଁ।


ସେହି ଲୋକମାନେ ଜଗତର ଅଟନ୍ତି। ସେଥିପାଇଁ ସେମାନଙ୍କର କଥାଗୁଡ଼ିକ ଜାଗତିକ ଅଟେ। ଏବଂ ଜଗତ ସେମାନଙ୍କ କଥା ଶୁଣେ।


Swiv nou:

Piblisite


Piblisite