ଯୋହନ 17:6 - ପବିତ୍ର ବାଇବଲ6 “ତୁମ୍ଭେ ପୃଥିବୀର କେତେକ ଲୋକଙ୍କୁ ମୋତେ ଦେଲ। Gade chapit laପବିତ୍ର ବାଇବଲ (Re-edited) - (BSI)6 ତୁମ୍ଭେ ମୋତେ ଜଗତ ମଧ୍ୟରୁ ଯେଉଁ ଲୋକମାନଙ୍କୁ ଦାନ କଲ, ମୁଁ ସେମାନଙ୍କ ନିକଟରେ ତୁମ୍ଭର ନାମ ପ୍ରକାଶ କରିଅଛି; ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦାନ କଲ, ଆଉ ସେମାନେ ତୁମ୍ଭର ବାକ୍ୟ ପାଳନ କରିଅଛନ୍ତି। Gade chapit laଓଡିଆ ବାଇବେଲ6 ତୁମ୍ଭେ ମୋତେ ଜଗତ ମଧ୍ୟରୁ ଯେଉଁ ଲୋକମାନଙ୍କୁ ଦାନ କଲ, ମୁଁ ସେମାନଙ୍କ ନିକଟରେ ତୁମ୍ଭର ନାମ ପ୍ରକାଶ କରିଅଛି; ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦାନ କଲ, ଆଉ ସେମାନେ ତୁମ୍ଭର ବାକ୍ୟ ପାଳନ କରିଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)6 “ଏହି ଜଗତ ମଧ୍ୟରୁ ଯେଉଁମାନଙ୍କୁ ତୁମେ ମୋ’ ହାତରେ ସମର୍ପଣ କରିଥିଲ, ମୁଁ ସେମାନଙ୍କ ନିକଟରେ ତୁମକୁ ପ୍ରକାଶ କରିଛି। ସେମାନେ ତୁମର- ତୁମେ ସେମାନଙ୍କୁ ମୋ’ ହାତରେ ଦେଇଥିଲ। ସେମାନେ ତୁମର- ତୁମେ ସେମାନଙ୍କୁ ମୋ’ ହାତରେ ଦେଇଥିଲ। ସେମାନେ ତୁମର ଆଜ୍ଞା ପାଳନ କରିଛନ୍ତି, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 “ତୁମ୍ଭେ ମୋତେ ଜଗତ ମଧ୍ୟରୁ ଯେଉଁ ଲୋକମାନଙ୍କୁ ଦାନ କଲ, ମୁଁ ସେମାନଙ୍କ ନିକଟରେ ତୁମ୍ଭର ନାମ ପ୍ରକାଶ କରିଅଛି; ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦାନ କଲ, ଆଉ ସେମାନେ ତୁମ୍ଭର ବାକ୍ୟ ପାଳନ କରିଅଛନ୍ତି। Gade chapit la |
ପରମେଶ୍ୱରଙ୍କୁ କୌଣସି ଲୋକ କେବେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁଙ୍କୁ। ସେ ନିଜେ ହେଉଛନ୍ତି ପରମେଶ୍ୱର। ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି। ଯିଏ ଯୀଶୁଙ୍କୁ ଦେଖିଅଛି, ସେ ପରମେଶ୍ୱରଙ୍କୁ ଦେଖିଅଛି।” ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି।