Biblia Todo Logo
Bib sou entènèt

- Piblisite -




ଯୋହନ 17:7 - ପବିତ୍ର ବାଇବଲ

7 ମୁଁ ସେମାନଙ୍କଠାରେ ତୁମ୍ଭକୁ ପ୍ରକାଶ କରିଛି। ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦେଲ। ସେମାନେ ଜାଣନ୍ତି, ତୁମ୍ଭେ ମୋତେ ଯାହାସବୁ ଦେଇଛ, ସେ ସବୁ ତୁମ୍ଭ ପାଖରୁ ଆସେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତୁମ୍ଭେ ମୋତେ ଯାହା ଯାହା ଦାନ କରିଅଛ, ସେହିସବୁ ଯେ ତୁମ୍ଭଠାରୁ ଉତ୍ପନ୍ନ, ଏହା ସେମାନେ ଏବେ ବୁଝିଅଛନ୍ତି;

Gade chapit la Kopi

ଓଡିଆ ବାଇବେଲ

7 ତୁମ୍ଭେ ମୋତେ ଯାହା ଯାହା ଦାନ କରିଅଛ, ସେହି ସବୁ ଯେ ତୁମ୍ଭଠାରୁ ଉତ୍ପନ୍ନ, ଏହା ସେମାନେ ଏବେ ବୁଝିଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଏବଂ ବର୍ତ୍ତମାନ ବୁଝିଛନ୍ତି, ମୋର ସବୁ କିଛି ତୁମେ ମୋତେ ଦାନ କରିଛ- ସେସବୁ ତୁମଠାରୁ ଆସିଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତୁମ୍ଭେ ମୋତେ ଯାହା ଯାହା ଦାନ କରିଅଛ, ସେହିସବୁ ଯେ ତୁମ୍ଭଠାରୁ ଉତ୍ପନ୍ନ, ଏହା ସେମାନେ ଏବେ ବୁଝିଅଛନ୍ତି;

Gade chapit la Kopi




ଯୋହନ 17:7
11 Referans Kwoze  

ଯାହା ପରମପିତାଙ୍କର ତାହା ସବୁକିଛି ମୋର। ସେଥିପାଇଁ ମୁଁ କହିଲି, ପବିତ୍ରଆତ୍ମା ମୋ'ଠାରୁ ସବୁ ନେଇ ତୁମ୍ଭକୁ କହିବେ।


ମୋର ଯାହାସବୁ ଅଛି, ସବୁ ତୁମ୍ଭର ଏବଂ ତୁମ୍ଭର ଯାହା ଅଛି, ସବୁ ମୋର। ଏହି ଲୋକମାନେ ମୋତେ ଗୌରବାନ୍ୱିତ କରନ୍ତି।


ତେଣୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କୁ ଊର୍ଦ୍ଧ୍ୱକୁ (ବଧକରିବାକୁ) ଉଠାଇବ। ସେତେବେଳେ ମୁଁ ଯେ ସେହି ବ୍ୟକ୍ତି ତାହା ତୁମ୍ଭେ ବୁଝି ପାରିବ। ମୁଁ ନିଜେ ଯାହା କରୁଛି, ଏସବୁ ମୋ’ ନିଜ ଅଧିକାରରୁ କରୁ ନାହିଁ, ପରମପିତା ମୋତେ ଯାହା ଶିକ୍ଷା ଦେଇଛନ୍ତି ସେହି କଥା ଯେ କେବଳ ମୁଁ କହୁଛି, ଏହା ତୁମ୍ଭେ ପରେ ଜାଣି ପାରିବ।


ତୁମ୍ଭେ ସେଦିନ ଜାଣିବ ଯେ, ମୁଁ ପରମପିତାଙ୍କଠାରେ ରହିଛି। ତୁମ୍ଭେ ଜାଣିବ ଯେ, ତୁମ୍ଭେ ମୋ'ଠାରେ ଓ ମୁଁ ତୁମ୍ଭଠାରେ ଅଛି।


“ତୁମ୍ଭେ ପୃଥିବୀର କେତେକ ଲୋକଙ୍କୁ ମୋତେ ଦେଲ।


ମୋତେ ତୁମ୍ଭେ ଯେଉଁ ଉପଦେଶ ଦେଇଥିଲ, ମୁଁ ସେହି ଉପଦେଶ ଏହି ଲୋକଙ୍କୁ ଦେଇଛି। ସେମାନେ ତାହା ଗ୍ରହଣ କରିଛନ୍ତି। ସେମାନେ ଜାଣି ପାରିଲେ ଯେ, ମୁଁ ପ୍ରକୃତରେ ତୁମ୍ଭଠାରୁ ଆସିଛି ଓ ତୁମ୍ଭେ ମୋତେ ପଠାଇଛ ବୋଲି ସେମାନେ ବିଶ୍ୱାସ କରିଛନ୍ତି।


Swiv nou:

Piblisite


Piblisite