ଯୋହନ 18:2 - ପବିତ୍ର ବାଇବଲ2 ଯିହୂଦା ଏହି ସ୍ଥାନ ଜାଣିଥିଲା। କାରଣ ଯୀଶୁ ପ୍ରାୟ ତାହାଙ୍କ ଶିଷ୍ୟମାନଙ୍କ ସହିତ ସେହି ସ୍ଥାନକୁ ଯାଉଥିଲେ। ସେହି ଯିହୂଦା ହିଁ ଯୀଶୁଙ୍କର ବିରୁଦ୍ଧରେ ଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)2 ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେହିସ୍ଥାନ ଜାଣିଥିଲା, କାରଣ ଯୀଶୁ ଅନେକ ଥର ଆପଣା ଶିଷ୍ୟମାନଙ୍କ ସହିତ ସେସ୍ଥାନକୁ ଯାଉଥିଲେ। Gade chapit laଓଡିଆ ବାଇବେଲ2 ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେହି ସ୍ଥାନ ଜାଣିଥିଲା, କାରଣ ଯୀଶୁ ଅନେକ ଥର ଆପଣା ଶିଷ୍ୟମାନଙ୍କ ସହିତ ସେ ସ୍ଥାନକୁ ଯାଉଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)2 ଏଠାରେ ଅନେକ ଥର ଯୀଶୁ ଶିଷ୍ୟମାନଙ୍କ ସହିତ ସାକ୍ଷାତ କରୁଥିବା କଥା ବିଶ୍ୱାସଘାତକ ଯିହୁଦା ଜାଣିଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେହି ସ୍ଥାନ ଜାଣିଥିଲା, କାରଣ ଯୀଶୁ ଅନେକ ଥର ଆପଣା ଶିଷ୍ୟମାନଙ୍କ ସହିତ ସେ ସ୍ଥାନକୁ ଯାଉଥିଲେ। Gade chapit la |