ଯୋହନ 18:7 - ପବିତ୍ର ବାଇବଲ7 ଯୀଶୁ ସେମାନଙ୍କୁ ପୁଣି ଥରେ ପଗ୍ଭରିଲେ, “ତୁମ୍ଭେ କାହାକୁ ଖୋଜୁଛ?” ସେମାନେ କହିଲେ, “ନାଜରିତୀୟ ଯୀଶୁଙ୍କୁ।” Gade chapit laପବିତ୍ର ବାଇବଲ (Re-edited) - (BSI)7 ସେଥିରେ ସେ ସେମାନଙ୍କୁ ଆଉ ଥରେ ପଚାରିଲେ, ତୁମ୍ଭେମାନେ କାହାକୁ ଖୋଜୁଅଛ? ସେମାନେ କହିଲେ, ନାଜରିତୀୟ ଯୀଶୁକୁ। Gade chapit laଓଡିଆ ବାଇବେଲ7 ସେଥିରେ ସେ ସେମାନଙ୍କୁ ଆଉ ଥରେ ପଚାରିଲେ, ତୁମ୍ଭେମାନେ କାହାକୁ ଖୋଜୁଅଛ ? ସେମାନେ କହିଲେ, ନାଜରିତୀୟ ଯୀଶୁଙ୍କୁ । Gade chapit laପବିତ୍ର ବାଇବଲ (CL) NT (BSI)7 ଯୀଶୁ ପୁନର୍ବାର ପଚାରିଲେ, “ତୁମ୍ଭେମାନେ କାହାକୁ ଖୋଜୁଛ?” “ନାଜରିତୀୟ ଯୀଶୁଙ୍କୁ”, ସେମାନେ ଉତ୍ତର ଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେଥିରେ ସେ ସେମାନଙ୍କୁ ଆଉ ଥରେ ପଚାରିଲେ, “ତୁମ୍ଭେମାନେ କାହାକୁ ଖୋଜୁଅଛ?” ସେମାନେ କହିଲେ, ନାଜରିତୀୟ ଯୀଶୁଙ୍କୁ। Gade chapit la |