ଯୋହନ 18:9 - ପବିତ୍ର ବାଇବଲ9 ଏପରି ଘଟିଲା ଯେହେତୁ ପୂର୍ବରୁ ତାହାଙ୍କ ଦ୍ୱାରା କଥିତ ବାଣୀ ସତ୍ୟ ହେବ: “ମୁଁ ତୁମ୍ଭେ ଦେଇଥିବା ଜଣେ ଲୋକକୁ ମଧ୍ୟ ହରେଇ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)9 ସେ ଏହା କହିଲେ, ଯେପରି ତାହାଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ମଧ୍ୟରୁ ମୁଁ ଜଣକୁ ସୁଦ୍ଧା ହରାଇ ନାହିଁ। Gade chapit laଓଡିଆ ବାଇବେଲ9 ସେ ଏହା କହିଲେ, ଯେପରି ତାହାଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ମଧ୍ୟରୁ ମୁଁ ଜଣକୁ ସୁଦ୍ଧା ହରାଇ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)9 “ଯେଉଁମାନଙ୍କୁ ତୁମେ ମୋତେ ଦେଇଛ, ସେମାନଙ୍କ ମଧ୍ୟରୁ ଜଣକୁ ସୁଦ୍ଧା ମୁଁ ହରାଇ ନାହିଁ” ତାଙ୍କର ଏହି ଉକ୍ତି ସଫଳ କରିବାକୁ ସେ ଏହା କହିଲେ।) Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେ ଏହା କହିଲେ, ଯେପରି ତାହାଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, “ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ମଧ୍ୟରୁ ମୁଁ ଜଣକୁ ସୁଦ୍ଧା ହରାଇ ନାହିଁ।” Gade chapit la |