ଯୋହନ 19:1 - ପବିତ୍ର ବାଇବଲ1 ତା'ପରେ ପୀଲାତ ଯୀଶୁଙ୍କୁ ନେଇ ଯାଇ କୋରଡ଼ା ପ୍ରହାର କରିବା ପାଇଁ ଆଦେଶ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅତଏବ, ପୀଲାତ ଯୀଶୁଙ୍କୁ ଘେନିଯାଇ କୋରଡ଼ା ପ୍ରହାର କରାଇଲେ। Gade chapit laଓଡିଆ ବାଇବେଲ1 ଅତଏବ, ପୀଲାତ ଯୀଶୁଙ୍କୁ ଘେନିଯାଇ କୋରଡ଼ା ପ୍ରହାର କରାଇଲେ । Gade chapit laପବିତ୍ର ବାଇବଲ (CL) NT (BSI)1 ତା’ପରେ ପିଲାତ ଯୀଶୁଙ୍କୁ ନେଇ କୋରଡ଼ା ପ୍ରହାର କରାଇଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅତଏବ, ପୀଲାତ ଯୀଶୁଙ୍କୁ ଘେନିଯାଇ କୋରଡ଼ା ପ୍ରହାର କରାଇଲେ। Gade chapit la |
ତେଣୁ ମୁଁ ତୁମ୍ଭକୁ ଏହା କହୁଛି: ମୁଁ ତୁମ୍ଭକୁ ଭବିଷ୍ୟଦ୍ବକ୍ତାମାନଙ୍କ ଜ୍ଞାନୀଲୋକ ଓ ଗୁରୁମାନଙ୍କ ପାଖକୁ ପଠାଉଛି। ତୁମ୍ଭେ ସେମାନଙ୍କ ମଧ୍ୟରୁ କେତେକଙ୍କୁ ମାରିବ, କ୍ରୁଶରେ ଚଢ଼ାଇ ତୁମ୍ଭେ କେତେକଙ୍କୁ ହତ୍ୟା କରିବ। ତୁମ୍ଭର ସମାଜଗୃହରେ ତୁମ୍ଭେ କେତେକଙ୍କୁ ହତ୍ୟା କରିବ। ତୁମ୍ଭର ସମାଜଗୃହରେ ତୁମ୍ଭେ କେତେକଙ୍କୁ କୋରଡ଼ା ମାରିବ। ସହରରୁ ସହର ତୁମ୍ଭେମାନେ ସେମାନଙ୍କର ପଛେ ପଛେ ଯାଇ କେତେକଙ୍କୁ ତାଡ଼ନା କରିବ।