Biblia Todo Logo
Bib sou entènèt

- Piblisite -




ଯୋହନ 19:10 - ପବିତ୍ର ବାଇବଲ

10 ପୀଲାତ କହିଲେ, “ତୁମ୍ଭେ କ'ଣ ମୋ’ ସହିତ କଥା କହିବ ନାହିଁ? ମନେରଖ, ତୁମ୍ଭକୁ ମୁକ୍ତି ଦେବାକୁ କି କ୍ରୁଶରେ ଚଢ଼ାଇବାକୁ ମଧ୍ୟ ଆମ୍ଭର କ୍ଷମତା ଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେଥିରେ ପୀଲାତ ତାହାଙ୍କୁ କହିଲେ, ଆମ୍ଭକୁ କଥା କହୁ ନାହଁ? ତୁମ୍ଭକୁ ମୁକ୍ତ କରିବାକୁ ଆମ୍ଭର ଅଧିକାର ଅଛି ଓ ତୁମ୍ଭକୁ କ୍ରୁଶରେ ଚଢ଼ାଇବାକୁ ଆମ୍ଭର ଅଧିକାର ଅଛି, ଏହା କି ତୁମ୍ଭେ ଜାଣୁ ନାହଁ?

Gade chapit la Kopi

ଓଡିଆ ବାଇବେଲ

10 ସେଥିରେ ପୀଲାତ ତାହାଙ୍କୁ କହିଲେ, ଆମ୍ଭକୁ କଥା କହୁ ନାହଁ ? ତୁମ୍ଭକୁ ମୁକ୍ତ କରିବାକୁ ଆମ୍ଭର ଅଧିକାର ଅଛି ଓ ତୁମ୍ଭକୁ କ୍ରୁଶରେ ଚଢ଼ାଇବାକୁ ଆମ୍ଭର ଅଧିକାର ଅଛି, ଏହା କି ତୁମ୍ଭେ ଜାଣୁ ନାହଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 କିଲାତ କହିଲେ, “ମୋ’ ସଙ୍ଗେ କଥା କହିବ ନାହିଁ? ମନେରଖ, ତୁମକୁ ମୁକ୍ତ କରିବାକୁ କିମ୍ବା କ୍ରୁଶରେ ଚଢ଼ାଇବାକୁ ମୋର ଅଧିକାର ଅଛି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେଥିରେ ପୀଲାତ ତାହାଙ୍କୁ କହିଲେ, ଆମ୍ଭକୁ କଥା କହୁ ନାହଁ? ତୁମ୍ଭକୁ ମୁକ୍ତ କରିବାକୁ ଆମ୍ଭର ଅଧିକାର ଅଛି ଓ ତୁମ୍ଭକୁ କ୍ରୁଶରେ ଚଢ଼ାଇବାକୁ ଆମ୍ଭର ଅଧିକାର ଅଛି, ଏହା କି ତୁମ୍ଭେ ଜାଣୁ ନାହଁ?

Gade chapit la Kopi




ଯୋହନ 19:10
5 Referans Kwoze  

ପ୍ରତ୍ୟେକ ବର୍ଷ ନିସ୍ତାରପର୍ବ ବେଳେ ମୋ'ଠାରୁ ଜଣେ ବନ୍ଦୀର ମୁକ୍ତି ମାଗିବା ନିମନ୍ତେ ତୁମ୍ଭମାନଙ୍କର ପ୍ରଥା ଅଛି। ତେଣୁ ତୁମ୍ଭେ ଯଦି ଗ୍ଭହଁ, ମୁଁ ଏହି ‘ଯିହୂଦୀମାନଙ୍କ ରାଜାଙ୍କୁ’ ମୁକ୍ତି ଦେବି।”


ପରମେଶ୍ୱର ତାଙ୍କୁ ଏପରି ମହିମାନ୍ୱିତ କଲେ ଯେ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ। ସେ ଯାହାକୁ ମାରିବାକୁ ଗ୍ଭହିଁଲେ ତାକୁ ବଧ କଲେ। ପୁଣି ଯାହାକୁ ବଞ୍ଚିବାକୁ ଗ୍ଭହିଁଲେ, ସେ ଜୀବିତ ରହିଲା। ତାଙ୍କରି ଇଚ୍ଛାନୁସାରେ ଜଣେ ଉନ୍ନତ ହେଲା ଓ ତାଙ୍କର ଇଚ୍ଛାନୁସାରେ ଜଣେ ଅବନତ ହେଲା।


ସେ ପ୍ରାସାଦ ଭିତରକୁ ଫେରିଗଲେ ଓ ଯୀଶୁଙ୍କ ପଗ୍ଭରିଲେ, “ତୁମ୍ଭେ କେଉଁଠାରୁ ଆସିଛ?” ମାତ୍ର ଯୀଶୁ କିଛି ଉତ୍ତର ଦେଲେ ନାହିଁ।


ଯୀଶୁ ଉତ୍ତର ଦେଲେ, “ମୋ’ ଉପରେ ଆପଣଙ୍କର ଯେଉଁ କ୍ଷମତା ଅଛି ବୋଲି ଆପଣ କହୁଛନ୍ତି, କେବଳ ସେହି କ୍ଷମତା ପରମେଶ୍ୱର ଆପଣଙ୍କୁ ଦେଇଛନ୍ତି। ତେଣୁ ଯିଏ ମୋତେ ଆପଣଙ୍କ ପାଖରେ ସମର୍ପଣ କରିଛି, ତା'ର ପାପ ଆହୁରି ଗୁରୁତର।”


Swiv nou:

Piblisite


Piblisite