ଯୋହନ 19:12 - ପବିତ୍ର ବାଇବଲ12 ଏହା ପରେ ପୀଲାତ ଯୀଶୁଙ୍କୁ ମୁକ୍ତି ଦେବାକୁ ଚେଷ୍ଟା କଲେ। କିନ୍ତୁ ଯିହୂଦୀମାନେ ଚିତ୍କାର କରି କହିଲେ, “ଆପଣ ଯଦି ଏ ବ୍ୟକ୍ତିକୁ ମୁକ୍ତ କରି ଦିଅନ୍ତି, ତେବେ ଆପଣ କାଇସରଙ୍କର ବନ୍ଧୁ ନୁହନ୍ତି। ଯିଏ ନିଜକୁ ରାଜା ବୋଲି ଦାବୀ କରୁଛି, ସେ କାଇସରଙ୍କ ବିରୋଧୀ।” Gade chapit laପବିତ୍ର ବାଇବଲ (Re-edited) - (BSI)12 ସେଥିରେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ଚେଷ୍ଟା କଲେ, କିନ୍ତୁ ଯିହୁଦୀମାନେ ଚିତ୍କାର କରି କହିଲେ, ଯଦି ତୁମ୍ଭେ ଏହି ଲୋକକୁ ମୁକ୍ତ କର, ତାହାହେଲେ ତୁମ୍ଭେ କାଇସରଙ୍କର ମିତ୍ର ନୁହଁ; ଯେକେହି ଆପଣାକୁ ରାଜା ବୋଲି କହେ, ସେ କାଇସରଙ୍କ ବିପକ୍ଷରେ କଥା କହେ। Gade chapit laଓଡିଆ ବାଇବେଲ12 ସେଥିରେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ଚେଷ୍ଟା କଲେ, କିନ୍ତୁ ଯିହୂଦୀମାନେ ଚିତ୍କାର କରି କହିଲେ, ଯଦି ତୁମ୍ଭେ ଏହି ଲୋକକୁ ମୁକ୍ତ କର, ତାହାହେଲେ ତୁମ୍ଭେ କାଇସରଙ୍କର ମିତ୍ର ନୁହଁ; ଯେ କେହି ଆପଣାକୁ ରାଜା ବୋଲି କହେ, ସେ କାଇସରଙ୍କ ବିପକ୍ଷରେ କଥା କହେ । Gade chapit laପବିତ୍ର ବାଇବଲ (CL) NT (BSI)12 ଏହା ଶୁଣି ପିଲାତ ଯୀଶୁଙ୍କୁ ମୁକ୍ତ କରି ଦେବା ପାଇଁ ଉପାୟ ଚିନ୍ତା କଲେ। କିନ୍ତୁ ଜନତା ଚିକ୍ରାର କଲେ, “ଯଦି ତୁମେ ତାକୁ ଛାଡ଼ିଦିଅ, ତାହାହେଲେ ତୁମେ ସମ୍ରାଟଙ୍କ ବନ୍ଧଉ ନୁହଁ, ଯେ ନିଜକୁ ରାଜା ବୋଲି ଦାବୀ କରେ, ସେ ସମ୍ରାଟଙ୍କ ଶତ୍ରୁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେଥିରେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ଚେଷ୍ଟା କଲେ, କିନ୍ତୁ ଯିହୁଦୀମାନେ ଚିତ୍କାର କରି କହିଲେ, ଯଦି ତୁମ୍ଭେ ଏହି ଲୋକକୁ ମୁକ୍ତ କର, ତାହାହେଲେ ତୁମ୍ଭେ କାଇସରଙ୍କର ମିତ୍ର ନୁହଁ; ଯେ କେହି ଆପଣାକୁ ରାଜା ବୋଲି କହେ, ସେ କାଇସରଙ୍କ ବିପକ୍ଷରେ କଥା କହେ। Gade chapit la |