ଯୋହନ 19:16 - ପବିତ୍ର ବାଇବଲ16 ତେଣୁ ପୀଲାତ ଯୀଶୁଙ୍କୁ କ୍ରୁଶରେ ମାରିବା ପାଇଁ ସେମାନଙ୍କ ହାତରେ ସମର୍ପି ଦେଲା। ସୈନିକମାନେ ଯୀଶୁଙ୍କୁ ନେଇଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ସେଥିରେ ସେ ଯେପରି କ୍ରୁଶରେ ଚଢ଼ାଯାଆନ୍ତି, ଏଥିନିମନ୍ତେ, ସେ ତାହାଙ୍କୁ ସେମାନଙ୍କ ଇଚ୍ଛାନୁସାରେ ସମର୍ପଣ କଲେ। Gade chapit laଓଡିଆ ବାଇବେଲ16 ସେଥିରେ ସେ ଯେପରି କ୍ରୁଶରେ ଚଢ଼ାଯାଆନ୍ତି, ଏଥି ନିମନ୍ତେ, ସେ ତାହାଙ୍କୁ ସେମାନଙ୍କ ଇଚ୍ଛାନୁସାରେ ସମର୍ପଣ କଲେ । Gade chapit laପବିତ୍ର ବାଇବଲ (CL) NT (BSI)16 ଶେଷରେ ପିଲାତ ଯୀଶୁଙ୍କୁ କ୍ରୁଶବିଦ୍ଧ କରିବା ପାଇଁ ସେମାନଙ୍କ ହାତରେ ଛାଡ଼ିଦେଲେ। ତା’ପରେ ଯୀଶୁଙ୍କୁ ସେମାନେ ନେଇଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେଥିରେ ସେ ଯେପରି କ୍ରୁଶରେ ଚଢ଼ାଯାଆନ୍ତି, ଏଥିନିମନ୍ତେ, ସେ ତାହାଙ୍କୁ ସେମାନଙ୍କ ଇଚ୍ଛାନୁସାରେ ସମର୍ପଣ କଲେ। Gade chapit la |