Biblia Todo Logo
Bib sou entènèt

- Piblisite -




ଯୋହନ 19:2 - ପବିତ୍ର ବାଇବଲ

2 ସୈନିକମାନେ କଣ୍ଟା ଗଛର ମୁକୁଟ ତିଆରି କରି ତାହାଙ୍କ ମୁଣ୍ଡରେ ପିନ୍ଧାଇଲେ। ତା'ପରେ ସେମାନେ ତାହାଙ୍କୁ ବାଇଗଣୀ ରଙ୍ଗର ପୋଷାକ ପିନ୍ଧାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ;

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣ ବସ୍ତ୍ର ପିନ୍ଧାଇଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ସୈନିକମାନ କଣ୍ଟା ଡାଳର ଗୋଟିଏ ମୁକୁଟ ତିଆରି କରି ଯୀଶୁଙ୍କ ମସ୍ତକରେ ଦେଲେ, ତାଙ୍କୁ ଗୋଟିଏ ବାଇଗଣିଆ ରଙ୍ଗର ପୋଷାକ ପିନ୍ଧାଇଲେ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣ ବାହ୍ୟ ବସ୍ତ୍ର ପିନ୍ଧାଇଲେ;

Gade chapit la Kopi




ଯୋହନ 19:2
7 Referans Kwoze  

ତା'ପରେ ହେରୋଦ ଓ ତାହାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପରିହାସ କଲେ। ତାହାଙ୍କୁ ରାଜକୀୟ ପୋଷାକ ପିନ୍ଧାଇ ଦେଇ ସେମାନେ ଉପହାସ କଲେ। ତା'ପରେ ହେରୋଦ ପୀଲାତଙ୍କୁ ପାଖକୁ ଯୀଶୁଙ୍କୁ ପଠାଇଲେ।


ଲୋକମାନେ ତାଙ୍କୁ ଘୃଣା କଲେ ଓ ବନ୍ଧୁମାନେ ତାଙ୍କୁ ପରିତ୍ୟାଗ କଲେ। ସେ ଦୁଃଖ ଓ ଶୋକ ସହିତ ପରିଚିତ ହେଲେ। ସେ ଲୋକମାନଙ୍କଠାରୁ ନିଜ ମୁଖ ଲୁଗ୍ଭଇ ରଖିଲେ। ସେ ଘୃଣିତ ହେଲେ ଏବଂ ଆମ୍ଭେମାନେ ତାଙ୍କୁ ସମ୍ମାନ ଦେଲୁ ନାହିଁ।


କିନ୍ତୁ ମୁଁ ଗୋଟିଏ କୀଟ, ବ୍ୟକ୍ତି ନୁହେଁ, ଲୋକମାନେ ମୋ’ ପାଇଁ ଲଜ୍ଜିତ ହୁଅନ୍ତି ଓ ମୋତେ ଅବଜ୍ଞା କରନ୍ତି।


ତା'ପରେ ଯୀଶୁ ବାହାରକୁ ଆସିଲେ। ସେ କଣ୍ଟାର ମୁକୁଟ ଓ ବାଇଗଣୀ ରଙ୍ଗର ପୋଷାକ ପିନ୍ଧିଥିଲେ। ପୀଲାତ କହିଲେ, “ଦେଖ, ସେହି ଲୋକ।”


ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସକ କର୍ତ୍ତାମାନଙ୍କର ଦାସ, ତାକୁ ଇସ୍ରାଏଲର ମୁକ୍ତିଦାତା ଓ ତା'ର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କୁହନ୍ତି। ପୁଣି ବିଶ୍ୱସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, “ତାଙ୍କ ସକାଶେ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ, ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”


Swiv nou:

Piblisite


Piblisite