Biblia Todo Logo
Bib sou entènèt

- Piblisite -




ଯୋହନ 19:21 - ପବିତ୍ର ବାଇବଲ

21 ମୁଖ୍ୟ ଯାଜକମାନେ ପୀଲାତଙ୍କୁ କହିଲେ, “ଯିହୂଦୀମାନଙ୍କ ରାଜା,” ଏହି କଥା ଲେଖନ୍ତୁ ନାହିଁ। କିନ୍ତୁ ଏହି ଲୋକ ନିଜକୁ ‘ମୁଁ ଯିହୂଦୀମାନଙ୍କ ରାଜା ବୋଲି କହିଲା’ ବୋଲି ଲେଖନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତେଣୁ ଯିହୁଦୀମାନଙ୍କର ପ୍ରଧାନ ଯାଜକମାନେ ପୀଲାତଙ୍କୁ କହିଲେ, ଯିହୁଦୀମାନଙ୍କ ରାଜା ବୋଲି ନ ଲେଖି ବରଂ ମୁଁ ଯିହୁଦୀମାନଙ୍କର ରାଜା ବୋଲି ସେ କହିଲା, ଏହା ଲେଖନ୍ତୁ।

Gade chapit la Kopi

ଓଡିଆ ବାଇବେଲ

21 ତେଣୁ ଯିହୂଦୀମାନଙ୍କର ପ୍ରଧାନ ଯାଜକମାନେ ପୀଲାତଙ୍କୁ କହିଲେ, ଯିହୂଦୀମାନଙ୍କ ରାଜା ବୋଲି ନ ଲେଖି ବରଂ ମୁଁ ଯିହୂଦୀମାନଙ୍କର ରାଜା ବୋଲି ସେ କହିଲା, ଏହା ଲେଖନ୍ତୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ମୁଖ୍ୟ ଯାଜକମାନେ ଆପତ୍ତି କରି ପିଲାତଙ୍କୁ କହିଲେ, “ ‘ସେ ଇହୁଦୀମାନଙ୍କ ରାଜା’ ବୋଳି ନ ଲେଖି, ‘ସେ କହୁଥିଲା, ମୁଁ ଇହୁଦୀମାନଙ୍କ ରାଜା’ ଏ କଥା ଲେଖନ୍ତୁ!”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତେଣୁ ଯିହୁଦୀମାନଙ୍କର ପ୍ରଧାନ ଯାଜକମାନେ ପୀଲାତଙ୍କୁ କହିଲେ, ଯିହୁଦୀମାନଙ୍କ ରାଜା ବୋଲି ନ ଲେଖି ବରଂ ମୁଁ ଯିହୁଦୀମାନଙ୍କର ରାଜା ବୋଲି ସେ କହିଲା, ଏହା ଲେଖନ୍ତୁ।

Gade chapit la Kopi




ଯୋହନ 19:21
2 Referans Kwoze  

ସେଦିନ ନିସ୍ତାରପର୍ବ ସପ୍ତାହର ପ୍ରସ୍ତୁତି ଦିନର ମଧ୍ୟାହ୍ନ ସମୟ ଥିଲା। ପୀଲାତ ଯିହୂଦୀମାନଙ୍କୁ କହିଲେ, “ତୁମ୍ଭର ରାଜାଙ୍କୁ ଦେଖ।”


ପୀଲାତ ଗୋଟିଏ ସଙ୍କେତ ଲେଖି ଯୀଶୁଙ୍କ କ୍ରୁଶରେ ଟଙ୍ଗେଇଲେ। ସେଥିରେ ଲେଖାଥିଲା, “ନାଜରିତୀୟ ଯୀଶୁ ଯିହୂଦୀମାନଙ୍କର ରାଜା।”


Swiv nou:

Piblisite


Piblisite