ଯୋହନ 19:4 - ପବିତ୍ର ବାଇବଲ4 ପୀଲାତ ପୁଣି ଥରେ ବାହାରକୁ ଆସି ଯିହୂଦୀମାନଙ୍କୁ କହିଲେ, “ବର୍ତ୍ତମାନ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ଆଗକୁ ଆଣୁଛି। ମୁଁ ତୁମ୍ଭମାନଙ୍କୁ ଜଣାଇ ଦେବାକୁ ଗ୍ଭହେଁ ଯେ, ମୁଁ ତାହାଙ୍କ ବିରୁଦ୍ଧରେ କୌଣସି ଅଭିଯୋଗ ପାଉ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)4 ପୀଲାତ ପୁନର୍ବାର ବାହାରକୁ ଯାଇ ସେମାନଙ୍କୁ କହିଲେ, ଦେଖ, ଆମ୍ଭେ ଯେ ତାହାଠାରେ କୌଣସି ଦୋଷ ପାଉ ନାହୁଁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିନିମନ୍ତେ ଆମ୍ଭେ ତାହାକୁ ତୁମ୍ଭମାନଙ୍କ ନିକଟକୁ ବାହାର କରି ଆଣୁଅଛୁ। Gade chapit laଓଡିଆ ବାଇବେଲ4 ପୀଲାତ ପୁନର୍ବାର ବାହାରକୁ ଯାଇ ସେମାନଙ୍କୁ କହିଲେ, ଦେଖ, ଆମ୍ଭେ ଯେ ତାହାଠାରେ କୌଣସି ଦୋଷ ପାଉ ନାହୁଁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥି ନିମନ୍ତେ ଆମ୍ଭେ ତାହାକୁ ତୁମ୍ଭମାନଙ୍କ ନିକଟକୁ ବାହାର କରି ଆଣୁଅଛୁ । Gade chapit laପବିତ୍ର ବାଇବଲ (CL) NT (BSI)4 ପିଲାତ ପୁନର୍ବାର ବାହାରକୁ ଯାଇ ସମବେତ ଜନତାକୁ କହିଲେ, “ଦେଖ, ତାଙ୍କୁ ତୁମ୍ଭମାନଙ୍କ ସାମ୍ନାକୁ ନେଇ ଆସୁଛି। ତାଙ୍କୁ ଦୋଷୀ ସାବ୍ୟସ୍ତ କରିବା ପାଇଁ ମୁଁ କୌଣସି କାରଣ ପାଉ ନାହିଁ। ଏହା ତୁମେ ନିଜେ ବୁଝିବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୀଲାତ ପୁନର୍ବାର ବାହାରକୁ ଯାଇ ସେମାନଙ୍କୁ କହିଲେ, ଦେଖ, ଆମ୍ଭେ ଯେ ତାହାଠାରେ କୌଣସି ଦୋଷ ପାଉ ନାହୁଁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିନିମନ୍ତେ ଆମ୍ଭେ ତାହାକୁ ତୁମ୍ଭମାନଙ୍କ ନିକଟକୁ ବାହାର କରି ଆଣୁଅଛୁ। Gade chapit la |