Biblia Todo Logo
Bib sou entènèt

- Piblisite -




ଯୋହନ 19:41 - ପବିତ୍ର ବାଇବଲ

41 ଯୀଶୁଙ୍କୁ ଯେଉଁଠାରେ କ୍ରୁଶବିଦ୍ଧ କରାଯାଇଥିଲା, ସେହି ସ୍ଥାନ ପାଖରେ ଗୋଟିଏ ବଗିଗ୍ଭ ଥିଲା। ସେହି ବଗିଗ୍ଭରେ ଗୋଟିଏ ନୂଆ କବର ଥିଲା, ଯେଉଁଥିରେ ପୂର୍ବରୁ କାହାକୁ ସମାଧି ଦିଆ ଯାଇ ନ ଥିଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ସେ ଯେଉଁ ସ୍ଥାନରେ କ୍ରୁଶରେ ଚଢ଼ାଯାଇଥିଲେ, ସେସ୍ଥାନରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେହି ଉଦ୍ୟାନରେ ଗୋଟିଏ ନୂତନ ସମାଧି ଥିଲା, ସେଥିରେ କେହି କେବେ ରଖାଯାଇ ନ ଥିଲା।

Gade chapit la Kopi

ଓଡିଆ ବାଇବେଲ

41 ସେ ଯେଉଁ ସ୍ଥାନରେ କ୍ରୁଶରେ ଚଢ଼ାଯାଇଥିଲେ, ସେ ସ୍ଥାନରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେହି ଉଦ୍ୟାନରେ ଗୋଟିଏ ନୂତନ ସମାଧି ଥିଲା, ସେଥିରେ କେହି କେବେ ରଖାଯାଇ ନ ଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

41 ଯୀଶୁ ଯେଉଁ ସ୍ଥାନରେ ମୃତ୍ୟୁଭୋଗ କରିଥିଲେ, ତା’ ନିକଟରେ ଗୋଟିଏ ଉଦ୍ୟାନ ଥିଲା। ତା’ ମଧ୍ୟରେ ଗୋଟିଏ ନୂତନ ସମାଧି ଥିଲା। ସେଥିରେ ପୂର୍ବରୁ କାହାକୁ ସମାଧି ଦିଆଯାଇ ନ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ସେ ଯେଉଁ ସ୍ଥାନରେ କ୍ରୁଶରେ ଚଢ଼ାଯାଇଥିଲେ, ସେ ସ୍ଥାନରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେହି ଉଦ୍ୟାନରେ ଗୋଟିଏ ନୂତନ ସମାଧି ଥିଲା, ସେଥିରେ କେହି କେବେ ରଖାଯାଇ ନ ଥିଲା।

Gade chapit la Kopi




ଯୋହନ 19:41
7 Referans Kwoze  

ତେଣୁ ଯୋଷେଫ ଯୀଶୁଙ୍କ ଶରୀରକୁ କ୍ରୁଶ ଉପରୁ ତଳକୁ ଓହ୍ଲାଇ ଆଣିଲେ। ତାହା ଗୋଟିଏ ଲୁଗାରେ ସେ ଘୋଡ଼ାଇ ଦେଲେ। ସେ ଯୀଶୁଙ୍କ ଶରୀରକୁ ନେଇ ପାହାଡ଼ କାନ୍ଥରେ ଖୋଳା ହୋଇଥିବା ଓ ପୂର୍ବରୁ କେବେ ବ୍ୟବହୃତ ହୋଇ ନ ଥିବା କବର ମଧ୍ୟରେ ରଖିଲେ।


ଯୋଷେଫ ଯୀଶୁଙ୍କ ଶରୀରକୁ ତାହାଙ୍କ ନୂଆ କବର ମଧ୍ୟରେ ରଖିଲେ। ସେହି କବରକୁ ଯୋଷେଫ ପଥରର କାନ୍ଥ କାଟି ତିଆରି କରିଥିଲେ। ତା'ପରେ ସେ ଗୋଟିଏ ବହୁତ ବଡ଼ ପଥର ଗଡ଼େଇ ଆଣି ପ୍ରବେଶଦ୍ୱାରକୁ ବନ୍ଦ କରିଦେଲେ। ଏସବୁ କଲାପରେ ଯୋଷେଫ ଗ୍ଭଲିଗଲେ।


ଯୀଶୁ ତାହାଙ୍କୁ ପଗ୍ଭରିଲେ, “ହେ ନାରୀ, ତୁମ୍ଭେ କାହିଁକି କାନ୍ଦୁଛ? ତୁମ୍ଭେ କାହାକୁ ଖୋଜୁଛ?” ମରିୟମ ଭାବିଲେ, ଏହି ଲୋକ ହିଁ ବଗିଗ୍ଭର ଯତ୍ନ ନିଅନ୍ତି। ତେଣୁ ସେ ତାହାଙ୍କୁ କହିଲେ, “ମହାଶୟ ଆପଣ କ'ଣ ଯୀଶୁଙ୍କୁ ନେଇଯାଇଛନ୍ତି? ତାହାଙ୍କୁ ଆପଣ କେଉଁଠି ରଖିଛନ୍ତି? ମୋତେ କୁହନ୍ତୁ, ମୁଁ ଯାଇ ତାହାଙ୍କୁ ଘେନି ଆସିବି।”


“ତୁମ୍ଭେ ଏଠାରେ କ’ଣ କରୁଛ? ତୁମ୍ଭେ ତୁମ୍ଭର କାହା ପାଇଁ ଏଠାରେ ଏକ କବର ଖୋଳୁଛ?” ଯିଶାଇୟ କହିଲେ, “ସେହି ଲୋକକୁ ଦେଖ। ସେ ଉଚ୍ଚ ସ୍ଥାନରେ ଆପଣା ପାଇଁ କବର ଖୋଳି ଅଛି। ଶୈଳରେ ନିଜ ପାଇଁ ବାସସ୍ଥାନ ଖୋଦନ କରିଅଛି।


ଏହା ପରେ ଯୋଶିୟଙ୍କ ସେବକମାନେ ତାଙ୍କର ମୃତ ଶରୀରକୁ ଗୋଟିଏ ରଥରେ ମଗିଦ୍ଦୋରୁ ଯିରୁଶାଲମକୁ ଆଣି ତାଙ୍କ ନିଜ କବରସ୍ଥାନରେ କବର ଦେଲେ। ଏହା ପରେ ଦେଶର ଲୋକମାନେ ଯୋଶିୟଙ୍କର ପୁତ୍ର ଯିହୋୟାହ‌ସଙ୍କୁ ନେଇ ତାହାଙ୍କୁ ଅଭିଷେକ କରି ତାଙ୍କ ପିତାଙ୍କ ପଦରେ ତାଙ୍କୁ ରାଜା କଲେ।


ବିଶ୍ରାମବାର ଆରମ୍ଭ ହେବା ପୂର୍ବରୁ ତାହାର ପ୍ରସ୍ତୁତି କାର୍ଯ୍ୟ ଶେଷ କରିବା ପାଇଁ ସେମାନେ ଯୀଶୁଙ୍କୁ ସେଠାରେ ସମାଧିସ୍ଥ କଲେ, କାରଣ ସେହି ସମାଧିଟି ପାଖରେ ଥିଲା।


Swiv nou:

Piblisite


Piblisite