ଯୋହନ 19:7 - ପବିତ୍ର ବାଇବଲ7 ଯିହୂଦୀମାନେ ଉତ୍ତର ଦେଲେ, “ଆମ୍ଭର ବ୍ୟବସ୍ଥା ଅନୁସାରେ ସେ ମୃତ୍ୟୁଦଣ୍ଡ ପାଇବା ଉଚିତ୍ କାରଣ ସେ ନିଜକୁ ପରମେଶ୍ୱରଙ୍କର ପୁତ୍ର ବୋଲି କହିଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)7 ଯିହୁଦୀମାନେ ତାଙ୍କୁ ଉତ୍ତର ଦେଲେ, ଆମ୍ଭମାନଙ୍କର ଗୋଟିଏ ବ୍ୟବସ୍ଥା ଅଛି ଓ ସେହି ବ୍ୟବସ୍ଥା ଅନୁସାରେ ସେ ପ୍ରାଣଦଣ୍ତର ଯୋଗ୍ୟ, କାରଣ ସେ ନିଜକୁ ଈଶ୍ଵରଙ୍କ ପୁତ୍ର ବୋଲି କହିଅଛି ଲେବୀ. ୨୪:୧୬ ମାଥି. ୨୦:୧୮,୧୯ ମମାଥି.୨୬:୬୩-୬୬ Gade chapit laଓଡିଆ ବାଇବେଲ7 ଯିହୂଦୀମାନେ ତାଙ୍କୁ ଉତ୍ତର ଦେଲେ, ଆମ୍ଭମାନଙ୍କର ଗୋଟିଏ ମୋଶାଙ୍କ ବ୍ୟବସ୍ଥା ଅଛି ଓ ସେହି ମୋଶାଙ୍କ ବ୍ୟବସ୍ଥା ଅନୁସାରେ ସେ ପ୍ରାଣଦଣ୍ଡର ଯୋଗ୍ୟ, କାରଣ ସେ ନିଜକୁ ଈଶ୍ୱରଙ୍କ ପୁତ୍ର ବୋଲି କହିଅଛି Gade chapit laପବିତ୍ର ବାଇବଲ (CL) NT (BSI)7 ଲୋକମାନେ ଉତ୍ତର ଦେଇ କହିଲେ, “ଆମ ଶାସ୍ତ୍ର ବ୍ୟବସ୍ଥା ଅନୁଯାୟୀ, ସେ ମରିବା ଉଚିତ୍, କାରଣ ସେ ନିଜକୁ ‘ଈଶ୍ୱରଙ୍କ ପୁତ୍ର’ ବୋଳି ଦାବୀ କରିଛି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯିହୁଦୀ ଲୋକମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭମାନଙ୍କର ଗୋଟିଏ ବ୍ୟବସ୍ଥା ଅଛି ଓ ସେହି ବ୍ୟବସ୍ଥା ଅନୁସାରେ ସେ ପ୍ରାଣଦଣ୍ଡର ଯୋଗ୍ୟ, କାରଣ ସେ ନିଜକୁ ଈଶ୍ବରଙ୍କ ପୁତ୍ର ବୋଲି କହିଅଛି Gade chapit la |