Biblia Todo Logo
Bib sou entènèt

- Piblisite -




ଯୋହନ 19:8 - ପବିତ୍ର ବାଇବଲ

8 ପୀଲାତ ଏହା ଶୁଣି ଆହୁରି ଭୟଭୀତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେଥିରେ ପୀଲାତ ଏହି କଥା ଶୁଣି ଅଧିକ ଭୀତ ହେଲେ;

Gade chapit la Kopi

ଓଡିଆ ବାଇବେଲ

8 ସେଥିରେ ପୀଲାତ ଏହି କଥା ଶୁଣି ଅଧିକ ଭୀତ ହେଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଏହା ଶୁଣି ପିଲାତ ଆତଙ୍କିତ ହୋଇ ପଡ଼ିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେଥିରେ ପୀଲାତ ଏହି କଥା ଶୁଣି ଅଧିକ ଭୀତ ହେଲେ;

Gade chapit la Kopi




ଯୋହନ 19:8
4 Referans Kwoze  

ପୀଲାତ ଯିହୂଦୀମାନଙ୍କର ଏହି କଥା ଶୁଣିଲେ। ତେଣୁ ସେ ଯୀଶୁଙ୍କୁ ‘ପ୍ରସ୍ତରମଣ୍ଡପ’ ନାମକ ସ୍ଥାନକୁ ଆଣିଲେ। ଏବ୍ରୀ ଭାଷାରେ ଏହାର ନାମ ଗ‌ବ୍‌ବଥା ଅଟେ। ପୀଲାତ ପ୍ରସ୍ତରମଣ୍ଡପରେ ଥିବା ବିଗ୍ଭରାସନରେ ବସିଲେ।


ଯିହୂଦୀମାନେ ଉତ୍ତର ଦେଲେ, “ଆମ୍ଭର ବ୍ୟବସ୍ଥା ଅନୁସାରେ ସେ ମୃତ୍ୟୁଦଣ୍ଡ ପାଇବା ଉଚିତ୍ କାରଣ ସେ ନିଜକୁ ପରମେଶ୍ୱରଙ୍କର ପୁତ୍ର ବୋଲି କହିଅଛି।”


ସେ ପ୍ରାସାଦ ଭିତରକୁ ଫେରିଗଲେ ଓ ଯୀଶୁଙ୍କ ପଗ୍ଭରିଲେ, “ତୁମ୍ଭେ କେଉଁଠାରୁ ଆସିଛ?” ମାତ୍ର ଯୀଶୁ କିଛି ଉତ୍ତର ଦେଲେ ନାହିଁ।


Swiv nou:

Piblisite


Piblisite