ଯୋହନ 2:12 - ପବିତ୍ର ବାଇବଲ12 ତା'ପରେ ଯୀଶୁ କଫର୍ନାହୂମ ସହରକୁ ଗଲେ। ତାଙ୍କ ସହିତ ତାଙ୍କର ମା, ତାଙ୍କର ଭାଇମାନେ ଓ ତାଙ୍କର ଶିଷ୍ୟମାନେ ଗଲେ। ସେମାନେ ସମସ୍ତେ କଫର୍ନାହୂମରେ କିଛି ଦିନ ରହିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଏଥିଉତ୍ତାରେ ସେ ଆପଣା ମାତା, ଭ୍ରାତୃବୃନ୍ଦ ଓ ଶିଷ୍ୟମାନଙ୍କ ସହିତ କଫର୍ନାହୂମକୁ ଗଲେ; ପୁଣି, ସେମାନେ ସେଠାରେ ଅଧିକ ଦିନ ରହିଲେ ନାହିଁ। Gade chapit laଓଡିଆ ବାଇବେଲ12 ଏଥିଉତ୍ତାରେ ସେ ଆପଣା ମାତା, ଭାଇବୃନ୍ଦ ଓ ଶିଷ୍ୟମାନଙ୍କ ସହିତ କଫର୍ନାହୂମକୁ ଗଲେ; ପୁଣି, ସେମାନେ ସେଠାରେ ଅଧିକ ଦିନ ରହିଲେ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)12 ଏହାପରେ ଯୀଶୁ, ତାଙ୍କ ମା’, ଭାଇମାନେ ଓ ଶିଷ୍ୟମାନେ କପର୍ନାହୂମକୁ ଯାଇ ସେଠାରେ କିଛିଦିନ ରହିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିଉତ୍ତାରେ ସେ ଆପଣା ମାତା, ଭାଇବୃନ୍ଦ ଓ ଶିଷ୍ୟମାନଙ୍କ ସହିତ କଫର୍ନାହୂମକୁ ଗଲେ; ପୁଣି, ସେମାନେ ସେଠାରେ ଅଧିକ ଦିନ ରହିଲେ ନାହିଁ। Gade chapit la |
“ହେ କଫର୍ନାହୂମ! ତୁ କ’ଣ ଭାବୁଛୁ ତୋତେ ସ୍ୱର୍ଗୀୟ ଗୌରବ ଦେବା ପାଇଁ ସ୍ୱର୍ଗକୁ ଉଠାଇ ନିଆଯିବ? ନା, ତୁମ୍ଭକୁ ପାତାଳରେ ନିକ୍ଷେପ କରାଯିବ। ଯେଉଁ ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ ତୋର ଅଞ୍ଚଳରେ କରାଯାଇଛି, ସେଗୁଡ଼ିକ ଯଦି ସଦୋମରେ କରାଯାଇ ଥା’ନ୍ତା।, ତେବେ ସେଠାକାର ବାସିନ୍ଦା ପାପ କରିବା ବନ୍ଦ କରି ଦେଇଥାଆନ୍ତେ ଓ ସେ ନଗର ଏ ପର୍ଯ୍ୟନ୍ତ ତିଷ୍ଠି ରହି ପାରିଥା’ନ୍ତା।