ଯୋହନ 2:13 - ପବିତ୍ର ବାଇବଲ13 ସେତେବେଳେ ଯିହୂଦୀମାନଙ୍କର ନିସ୍ତାରପର୍ବର ସମୟ ପାଖ ହୋଇଆସୁଥିଲା। ତେଣୁ ଯୀଶୁ ଯିରୁଶାଲମକୁ ଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ସେତେବେଳେ ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମକୁ ଗଲେ। Gade chapit laଓଡିଆ ବାଇବେଲ13 ସେତେବେଳେ ଯିହୂଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମକୁ ଗଲେ । Gade chapit laପବିତ୍ର ବାଇବଲ (CL) NT (BSI)13 ଇହୁଦୀମାନଙ୍କର ନିସ୍ତାର ପର୍ବ ଅତି ନିକଟ ହୋଇ ଆସିଲା। ତେଣୁ ଯୀଶୁ ଯିରୂଶଶଲମକୁ ଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେତେବେଳେ ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମ ସହରକୁ ଗଲେ। Gade chapit la |
ସେତେବେଳେ ଯିହୂଦୀମାନଙ୍କର ନିସ୍ତାରପର୍ବ ସମୟ ପ୍ରାୟ ହୋଇଯାଇଥିଲା। ଯୀଶୁ ଜାଣିଥିଲେ, ତାହାଙ୍କୁ ଜଗତକୁ ଛାଡ଼ିଯିବାର ସମୟ ଉପସ୍ଥିତ ହୋଇଗଲାଣି। ବର୍ତ୍ତମାନ ସେ ତାହାଙ୍କ ପରମପିତାଙ୍କ ନିକଟକୁ ଫେରିଯିବେ। ସେ ସବୁବେଳେ ଏହି ଜଗତରେ ଥିବା ତାହାଙ୍କ ନିଜର ହୋଇଯାଇଥିବା ଲୋକମାନଙ୍କୁ ଭଲ ପାଉଥିଲେ। ସେ ସେମାନଙ୍କ ପ୍ରତି ତାହାଙ୍କର ଗଭୀର ଓ ଚୁଡ଼ାନ୍ତ ପ୍ରେମ ଦେଖାଇଥିଲେ।