ଯୋହନ 2:18 - ପବିତ୍ର ବାଇବଲ18 ଯିହୂଦୀମାନେ ଯୀଶୁଙ୍କୁ କହିଲେ, “ଆମ୍ଭକୁ ପରମେଶ୍ବରଙ୍କଠାରୁ ଚିହ୍ନ ସ୍ୱରୂପେ ଏକ ଆଶ୍ଚର୍ଯ୍ୟ କାର୍ଯ୍ୟ କରି ଦେଖାଅ। ପ୍ରମାଣିତ କର ଯେ, ଏସବୁ କରିବା ପାଇଁ ତୁମ୍ଭର ଅଧିକାର ଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)18 ସେଥିରେ ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯେ ଏସମସ୍ତ କରିବାକୁ ଅଧିକାର ପାଇଅଛ, ଆମ୍ଭ-ମାନଙ୍କୁ ସେଥିର କି ଚିହ୍ନ ଦେଖାଉଅଛ? Gade chapit laଓଡିଆ ବାଇବେଲ18 ସେଥିରେ ଯିହୂଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯେ ଏ ସମସ୍ତ କରିବାକୁ ଅଧିକାର ପାଇଅଛ, ଆମ୍ଭମାନଙ୍କୁ ସେଥିର କି ଚିହ୍ନ ଦେଖାଉଅଛ ? Gade chapit laପବିତ୍ର ବାଇବଲ (CL) NT (BSI)18 ଇହୁଦୀ କର୍ତ୍ତୃପକ୍ଷମାନେ ଯୀଶୁଙ୍କୁ ପ୍ରଶ୍ନ କଲେ, “ଏଭଳି କାର୍ଯ୍ୟ କରିବା ପାଇଁ ତୁମର ଅଧିକାର ଅଛି ବୋଲି ତୁମେ କି ଅଲୌକିକ କାର୍ଯ୍ୟ ଦ୍ୱାରା ପ୍ରମାଣ ଦେଇ ପାରିବ?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେଥିରେ କେତେକ ଯିହୁଦୀ ନେତାମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯେ ଏସମସ୍ତ କରିବାକୁ ଅଧିକାର ପାଇଅଛ, ଆମ୍ଭମାନଙ୍କୁ ସେଥିର କି ଚିହ୍ନ ଦେଖାଉଅଛ? Gade chapit la |