Biblia Todo Logo
Bib sou entènèt

- Piblisite -




ଯୋହନ 2:8 - ପବିତ୍ର ବାଇବଲ

8 ତା'ପରେ ଯୀଶୁ ସେବକମାନଙ୍କୁ କହିଲେ, “ବର୍ତ୍ତମାନ ସେଥିରୁ କିଛି ପାଣି କାଢ଼ି ନେଇ ଭୋଜିକର୍ତ୍ତାଙ୍କ ପାଖକୁ ଯାଅ।” ସେଥିରେ ସେମାନେ ସେହି ପାଣି ନେଇ ତାହାଙ୍କ ପାଖରେ ପହଞ୍ଚିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଉ, ସେ ସେମାନଙ୍କୁ କହିଲେ, ଏବେ କାଢ଼ି ନେଇ ଭୋଜର ଅଧ୍ୟକ୍ଷଙ୍କ ନିକଟକୁ ଘେନିଯାଅ। ସେଥିରେ ସେମାନେ ଘେନିଗଲେ।

Gade chapit la Kopi

ଓଡିଆ ବାଇବେଲ

8 ଆଉ, ସେ ସେମାନଙ୍କୁ କହିଲେ, ଏବେ କାଢ଼ିନେଇ ଭୋଜର ଅଧ୍ୟକ୍ଷଙ୍କ ନିକଟକୁ ଘେନିଯାଅ । ସେଥିରେ ସେମାନେ ଘେନିଗଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଯୀଶୁ ସେମାନଙ୍କୁ କହିଲେ: “ଏଥିରୁ କିଛି ନେଇ ଭୋଜି ଦାୟିତ୍ୱରେ ଥିବା ବ୍ୟକ୍ତିଙ୍କୁ ଦିଅ।” ସେମାନେ ତାହା କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ, ସେ ସେମାନଙ୍କୁ କହିଲେ, “ଏବେ କାଢ଼ିନେଇ ଭୋଜର ଅଧ୍ୟକ୍ଷଙ୍କ ନିକଟକୁ ଘେନିଯାଅ।” ସେଥିରେ ସେମାନେ ଘେନିଗଲେ।

Gade chapit la Kopi




ଯୋହନ 2:8
5 Referans Kwoze  

ଭୋଜିକର୍ତ୍ତା ଦ୍ରାକ୍ଷାରସ ହୋଇଥିବା ସେହି ପାଣିକି ଚାଖି ତାହା କେଉଁଠାରୁ ଆସିଲା, ଏହା ଜାଣି ନ ଥିଲେ, କିନ୍ତୁ ସେହି ପାଣି କାଢ଼ିଥିବା ସେବକମାନେ ଜାଣିଥିଲେ। ତେଣୁ ସେହି ଭୋଜିକର୍ତ୍ତା ବରକୁ ଡାକିଲେ।


ସମାଜରେ ଯାହାଙ୍କର ଯାହା ପ୍ରାପ୍ୟ ତାହାଙ୍କୁ ତାହା ଦିଅ। ଯାହାଙ୍କୁ ଶୁଳ୍କ ଦେବା କଥା ତାହାଙ୍କୁ ସମସ୍ତ ପ୍ରକାରର ଶୁଳ୍କ ଦେଇ ଦିଅ। ଯାହାଙ୍କୁ ଭୟ ସହିତ ଆଦର କରିବା କଥା ସେମାନଙ୍କୁ ଭୟ ଓ ଆଦର କର। ଯାହାଙ୍କୁ ସମ୍ମାନ ଦେବା କଥା ସେମାନଙ୍କୁ ସମ୍ମାନ ଦିଅ।


ଯେପରି ସେମାନଙ୍କର ପ୍ରେମ, ଠିକ୍ ସେହିପରି ସେମାନଙ୍କର ଘୃଣା ଓ ଈର୍ଷା ନଷ୍ଟ ହୁଏ। ଏବଂ ସୂର୍ଯ୍ୟ ତଳେ ଯାହାକିଛି କରାଯାଏ, ତହିଁରେ ଅନନ୍ତକାଳ ସେମାନଙ୍କର କୌଣସି ଅଂଶ ନ ଥାଏ।


ଯୀଶୁ ସେବକମାନଙ୍କୁ କହିଲେ, “ସେହି ଜଳକୁଣ୍ଡରେ ପାଣି ଭର୍ତ୍ତି କର।” ତେଣୁ ସେବକମାନେ ଜଳକୁଣ୍ଡରେ ପାଣି ଭର୍ତ୍ତି କରିଦେଲେ।


Swiv nou:

Piblisite


Piblisite