Biblia Todo Logo
Bib sou entènèt

- Piblisite -




ଯୋହନ 20:5 - ପବିତ୍ର ବାଇବଲ

5 ସେ ନଇଁପଡ଼ି ଭିତରକୁ ଗ୍ଭହିଁ ପତଳା ଆଚ୍ଛାଦନ ବସ୍ତ୍ର ସେଠାରେ ପଡ଼ିଥିବା ଦେଖିଲେ, କିନ୍ତୁ ଭିତରକୁ ଗଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି, ନଇଁପଡ଼ି ଭିତରକୁ ଚାହିଁ ସରୁ ଲୁଗାସବୁ ପଡ଼ିଥିବା ଦେଖିଲେ, ତଥାପି ସେ ଭିତରେ ପଶିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ନଇଁପଡ଼ି ଭିତରକୁ ଚାହିଁ ସରୁ ଲୁଗାସବୁ ପଡ଼ିଥିବା ଦେଖିଲେ, ତଥାପି ସେ ଭିତରେ ପଶିଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ସେ ନଇଁପଡ଼ି ଦେଖିଲେ, ଯେଉଁ ଚାଦରରେ ଯୀଶୁଙ୍କ ଶରୀର ଗୁଡ଼ା ହୋଇଥିଲା, ତାହା ସେଇଠି ପଡ଼ିରହିଛି, କିନ୍ତୁ ସେ ସମାଧି ଭିତରକୁ ଗଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ନଇଁପଡ଼ି ଭିତରକୁ ଚାହିଁ ସରୁ ସୂକ୍ଷ୍ମ ବସ୍ତ୍ର ପଡ଼ିଥିବା ଦେଖିଲେ, ତଥାପି ସେ ଭିତରେ ପଶିଲେ ନାହିଁ।

Gade chapit la Kopi




ଯୋହନ 20:5
5 Referans Kwoze  

ଯିହୂଦୀମାନଙ୍କର ସମାଧି ଦେବା ପ୍ରଥାନୁସାରେ ସେମାନେ ଦୁହେଁ ଯୀଶୁଙ୍କର ମୃତଦେହକୁ ସୁଗନ୍ଧି ଅଗୁରୁ ସହିତ ପତଳା ଲୁଗାରେ ଗୁଡ଼େଇ ଦେଲେ।


କିନ୍ତୁ ମରିୟମ କବର ବାହାରେ ଠିଆ ହୋଇ କାନ୍ଦୁଥିଲେ। ସେ କାନ୍ଦୁଥିବା ବେଳେ ନଇଁପଡ଼ି କବର ଭିତରକୁ ଗ୍ଭହିଁଲେ।


ମୃତ ଲୋକଟି ବାହାରି ଆସିଲା। ତାହାଙ୍କର ହାତ ଗୋଡ଼ରେ ଖଣ୍ଡ ଖଣ୍ଡ କନା ଗୁଡ଼େଇ ହୋଇଥିଲା। ତାହାଙ୍କ ମୁହଁରେ ଗୋଟିଏ ରୁମାଲ ବନ୍ଧା ହୋଇଥିଲା। ଯୀଶୁ ଲୋକମାନଙ୍କୁ କହିଲେ, “କନାଗୁଡ଼ିକ କାଢ଼ି ନିଅ ଓ ତାହାଙ୍କୁ ଯିବାକୁ ଦିଅ।”


ସେମାନେ ଦୁହେଁ ଦୌଡ଼ୁଥିଲେ, କିନ୍ତୁ ପିତରଙ୍କଠାରୁ ଅନ୍ୟ ଶିଷ୍ୟଜଣକ ଜୋ‌ର୍‌ରେ ଦୌଡ଼ୁଥିଲେ। ତେଣୁ ସେ ପ୍ରଥମେ କବର ପାଖରେ ପହଞ୍ଚିଲେ।


ତା'ପରେ ତାହାଙ୍କ ପଛରେ ଶିମୋନ ପିତର ଆସି ପହଞ୍ଚିଲେ। ପିତର କବର ଭିତରକୁ ଗଲେ ଏବଂ ସେ ମଧ୍ୟ ସେଠାରେ ପତଳା ଆଚ୍ଛାଦନ ବସ୍ତ୍ର ପଡ଼ିଥିବାର ଦେଖିଲେ।


Swiv nou:

Piblisite


Piblisite