Biblia Todo Logo
Bib sou entènèt

- Piblisite -




ଯୋହନ 20:7 - ପବିତ୍ର ବାଇବଲ

7 ଯେଉଁ ଲୁଗାଟି ଯୀଶୁଙ୍କ ମୁଣ୍ଡରେ ଗୁଡ଼ା ହୋଇଥିଲା ତାହା ସେ ଦେଖିଲେ। ତାହା ପତଳା ବସ୍ତ୍ର ପାଖରେ ନ ଥାଇ ଅଲଗା ଜାଗାରେ ଗୁଡ଼େଇ ହୋଇ ପଡ଼ିଥିଲା। ପତଳା ଆଚ୍ଛାଦନ ବସ୍ତ୍ର ସହିତ ତାହା ପଡ଼ି ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି ତାହାଙ୍କ ମୁଣ୍ତରେ ଯେଉଁ ଗାମୁଛା ବନ୍ଧା ହୋଇଥିଲା, ତାହା ସରୁ ଲୁଗା ସହିତ ନ ଥାଇ ଅଲଗା ଗୋଟିଏ ସ୍ଥାନରେ ଗୁଡ଼ା ହୋଇ ରହିଅଛି।

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ତାହାଙ୍କ ମୁଣ୍ଡରେ ଯେଉଁ ଗାମୁଛା ବନ୍ଧା ହୋଇଥିଲା, ତାହା ସରୁ ଲୁଗା ସହିତ ନ ଥାଇ ଅଲଗା ଗୋଟିଏ ସ୍ଥାନରେ ଗୁଡ଼ା ହୋଇ ରହିଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଓ ତାଙ୍କ ମୁଣ୍ଡରେ ବନ୍ଧାଯାଇଥିବା କନା ଖଣ୍ଡକ ମଧ୍ୟ ସେହିପରି ଅଲଗା ସ୍ଥାନରେ ରହିଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ତାହାଙ୍କ ମୁଣ୍ଡରେ ଯେଉଁ ଗାମୁଛା ବନ୍ଧା ହୋଇଥିଲା, ତାହା ସରୁ ଲୁଗା ସହିତ ନ ଥାଇ ଅଲଗା ଗୋଟିଏ ସ୍ଥାନରେ ଗୁଡ଼ା ହୋଇ ରହିଅଛି।

Gade chapit la Kopi




ଯୋହନ 20:7
4 Referans Kwoze  

ମୃତ ଲୋକଟି ବାହାରି ଆସିଲା। ତାହାଙ୍କର ହାତ ଗୋଡ଼ରେ ଖଣ୍ଡ ଖଣ୍ଡ କନା ଗୁଡ଼େଇ ହୋଇଥିଲା। ତାହାଙ୍କ ମୁହଁରେ ଗୋଟିଏ ରୁମାଲ ବନ୍ଧା ହୋଇଥିଲା। ଯୀଶୁ ଲୋକମାନଙ୍କୁ କହିଲେ, “କନାଗୁଡ଼ିକ କାଢ଼ି ନିଅ ଓ ତାହାଙ୍କୁ ଯିବାକୁ ଦିଅ।”


“ତା'ପରେ ଅନ୍ୟ ଗ୍ଭକରଟି ଭିତରକୁ ଆସିଲା। ସେ ରାଜାଙ୍କୁ କହିଲା, ‘ଆଜ୍ଞା, ଏହି ଆପଣଙ୍କ ଟଙ୍କା ଥଳି। ମୁଁ ଖଣ୍ଡେ କନାରେ ଏହାକୁ ଗୁଡ଼ାଇ ରଖିଥିଲି।


ଯିହୂଦୀମାନଙ୍କର ସମାଧି ଦେବା ପ୍ରଥାନୁସାରେ ସେମାନେ ଦୁହେଁ ଯୀଶୁଙ୍କର ମୃତଦେହକୁ ସୁଗନ୍ଧି ଅଗୁରୁ ସହିତ ପତଳା ଲୁଗାରେ ଗୁଡ଼େଇ ଦେଲେ।


ତା'ପରେ ତାହାଙ୍କ ପଛରେ ଶିମୋନ ପିତର ଆସି ପହଞ୍ଚିଲେ। ପିତର କବର ଭିତରକୁ ଗଲେ ଏବଂ ସେ ମଧ୍ୟ ସେଠାରେ ପତଳା ଆଚ୍ଛାଦନ ବସ୍ତ୍ର ପଡ଼ିଥିବାର ଦେଖିଲେ।


Swiv nou:

Piblisite


Piblisite