Biblia Todo Logo
Bib sou entènèt

- Piblisite -




ଯୋହନ 20:8 - ପବିତ୍ର ବାଇବଲ

8 ଏହା ପରେ ଅନ୍ୟଶିଷ୍ୟ ଜଣକ ମଧ୍ୟ ଭିତରକୁ ଗଲେ, ସେହି ଶିଷ୍ୟ ଜଣକ କବର ପାଖରେ ଆଗ ପହଞ୍ଚିଲେ। ସେ ସମସ୍ତ ଘଟଣା ଦେଖିଲେ ଓ ବିଶ୍ୱାସ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେତେବେଳେ ଯେଉଁ ଅନ୍ୟ ଶିଷ୍ୟ ଆଗେ ସମାଧି ନିକଟକୁ ଆସିଥିଲେ, ସେ ମଧ୍ୟ ଭିତରେ ପ୍ରବେଶ କରି ଦେଖିଲେ ଓ ବିଶ୍ଵାସ କଲେ;

Gade chapit la Kopi

ଓଡିଆ ବାଇବେଲ

8 ସେତେବେଳେ ଯେଉଁ ଅନ୍ୟ ଶିଷ୍ୟ ଆଗେ ସମାଧି ନିକଟକୁ ଆସିଥିଲେ, ସେ ମଧ୍ୟ ଭିତରେ ପ୍ରବେଶ କରି ଦେଖିଲେ ଓ ବିଶ୍ୱାସ କଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଏହା ପରେ ଅନ୍ୟ ଶିଷ୍ୟଟି ସମାଧି ଭିତରକୁ ଯାଇ ଏସବୁ ଦେଖି ବିଶ୍ୱାସ କଲା। (

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେତେବେଳେ ଯେଉଁ ଅନ୍ୟ ଶିଷ୍ୟ ଆଗେ ସମାଧି ନିକଟକୁ ଆସିଥିଲେ, ସେ ମଧ୍ୟ ଭିତରେ ପ୍ରବେଶ କରି ଦେଖିଲେ ଓ ବିଶ୍ୱାସ କଲେ;

Gade chapit la Kopi




ଯୋହନ 20:8
5 Referans Kwoze  

ଅନ୍ୟ ଶିଷ୍ୟମାନେ ଥୋମାଙ୍କୁ କହିଲେ, “ଆମ୍ଭେ ପ୍ରଭୁଙ୍କୁ ଦେଖିଲୁ।” ଥୋମା କହିଲେ, “ମୁଁ ତାହାଙ୍କ ହାତରେ କଣ୍ଟାଦାଗ ନ ଦେଖିଲା ପର୍ଯ୍ୟନ୍ତ ବିଶ୍ୱାସ କରିବି ନାହିଁ। ମୁଁ ମୋର ଆଙ୍ଗୁଠି ସେହି କଣ୍ଟାର ଦାଗରେ ନରଖିବା ଓ ତାହାଙ୍କ କକ୍ଷଦେଶରେ ମୋର ହାତ ନ ଦେବା ପର୍ଯ୍ୟନ୍ତ, ମୁଁ ବିଶ୍ୱାସ କରିବି ନାହିଁ।”


ସେମାନେ ଦୁହେଁ ଦୌଡ଼ୁଥିଲେ, କିନ୍ତୁ ପିତରଙ୍କଠାରୁ ଅନ୍ୟ ଶିଷ୍ୟଜଣକ ଜୋ‌ର୍‌ରେ ଦୌଡ଼ୁଥିଲେ। ତେଣୁ ସେ ପ୍ରଥମେ କବର ପାଖରେ ପହଞ୍ଚିଲେ।


ଯୀଶୁ ଥୋମାଙ୍କୁ କହିଲେ, “ତୁମ୍ଭେ ମୋତେ ଦେଖିବାରୁ ବିଶ୍ୱାସ କରୁଛ। ମାତ୍ର ଯେଉଁ ଲୋକମାନେ ମୋତେ ନ ଦେଖି ବିଶ୍ୱାସ କରନ୍ତି, ସେମାନେ ପ୍ରକୃତରେ ଆଶୀର୍ବାଦର ଯୋଗ୍ୟ।”


ଯୀଶୁ ନିଥନିୟେଲଙ୍କୁ କହିଲେ, “ମୁଁ ତୁମ୍ଭକୁ କହିଲି ଯେ, ମୁଁ ତୁମ୍ଭକୁ ଡିମିରି ଗଛ ତଳେ ଦେଖିଥିଲି। ସେଥିପାଇଁ ତୁମ୍ଭେ ମୋତେ ବିଶ୍ୱାସ କରୁଛ। କିନ୍ତୁ ତୁମ୍ଭେ ତା'ଠାରୁ ଆହୁରି ଶ୍ରେଷ୍ଠତର ବିଷୟମାନ ଦେଖିବ।”


“କିନ୍ତୁ ଅବ୍ରହାମ ତାହାକୁ କହିଲେ, ‘ନା, ଯଦି ତୁମ୍ଭ ଭାଇମାନେ ମୋଶା ଓ ଭବିଷ୍ୟ‌ଦ୍‌ବକ୍ତାଙ୍କ କଥା ଶୁଣିବେ ନାହିଁ, ତେବେ ସେମାନେ ମୃତ୍ୟୁରୁ ଫେରି ଆସି ଥିବା କୌଣସି ଲୋକଙ୍କ କଥା ମଧ୍ୟ ଶୁଣିବେ ନାହିଁ।’”


Swiv nou:

Piblisite


Piblisite