Biblia Todo Logo
Bib sou entènèt

- Piblisite -




ଯୋହନ 20:9 - ପବିତ୍ର ବାଇବଲ

9 ଧର୍ମଶାସ୍ତ୍ର ଅନୁସାରେ ‘ଯୀଶୁ ମୃତ୍ୟୁରୁ ଅବଶ୍ୟ ପୁନର୍ଜୀବିତ ହେବେ’, ଏହାର ଅର୍ଥ ସେହି ଶିଷ୍ୟମାନେ ଏପର୍ଯ୍ୟନ୍ତ ବୁଝି ପାରି ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କାରଣ ମୃତମାନଙ୍କ ମଧ୍ୟରୁ ତାହାଙ୍କୁ ଯେ ଉତ୍ଥାନ କରିବାକୁ ହେବ, ଧର୍ମଶାସ୍ତ୍ରର ଏହି ବାକ୍ୟ ସେମାନେ ସେପର୍ଯ୍ୟନ୍ତ ବୁଝି ନ ଥିଲେ।

Gade chapit la Kopi

ଓଡିଆ ବାଇବେଲ

9 କାରଣ ମୃତମାନଙ୍କ ମଧ୍ୟରୁ ତାହାଙ୍କୁ ଯେ ଉତ୍ଥାନ କରିବାକୁ ହେବ, ଧର୍ମଶାସ୍ତ୍ରର ଏହି ବାକ୍ୟ ସେମାନେ ସେପର୍ଯ୍ୟନ୍ତ ବୁଝି ନ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 କିନ୍ତୁ ସେତେବେଳେ ଏ ଦୁହେଁ ବୁଝିପାରି ନ ଥିଲେ ଯେ ଶାସ୍ତ୍ରବଚନ ଅନୁଯାୟୀ ଯୀଶୁ ମୃତ୍ୟୁରୁ ପୁନରୁତ୍ଥିତ ହେବେ।)

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ ମୃତମାନଙ୍କ ମଧ୍ୟରୁ ତାହାଙ୍କୁ ଯେ ପୁନରୁତ୍ଥାନ ହେବାକୁ ହେବ, ଧର୍ମଶାସ୍ତ୍ରର ଏହି ବାକ୍ୟ ସେମାନେ ସେପର୍ଯ୍ୟନ୍ତ ବୁଝି ନ ଥିଲେ।

Gade chapit la Kopi




ଯୋହନ 20:9
22 Referans Kwoze  

କାରଣ ତୁମ୍ଭେ ସଦାପ୍ରଭୁ, ମୋର ଆତ୍ମାକୁ ମୃତ୍ୟୁ ସ୍ଥାନରେ ପରିତ୍ୟାଗ କରିବ ନାହିଁ। ତୁମ୍ଭେ ଆପଣା ପବିତ୍ର ଜନକୁ ପୃଥିବୀରେ କ୍ଷୟ ହେବାକୁ ଦେବ ନାହିଁ।


ମାତ୍ର ଅନନ୍ତକାଳ ପାଇଁ ଦୂରୀଭୂତ ହେବ। ମୋର ପ୍ରଭୁ ସଦାପ୍ରଭୁ ସମସ୍ତଙ୍କ ମୁଖମଣ୍ଡଳରୁ ଲୋତକ ପୋଛି ଦେବେ। ଅତୀତରେ ଲୋକଙ୍କର ଯେଉଁ ଦୁଃଖ ଥିଲା, ପରମେଶ୍ୱର ସେ ସମସ୍ତ ଦୁଃଖକୁ ପୃଥିବୀରୁ ପୋଛି ଦେବେ। ଏ ସମସ୍ତ ଘଟିବ କାରଣ ସଦାପ୍ରଭୁ ଏହା କହିଛନ୍ତି।


ମାତ୍ର ସଦାପ୍ରଭୁ କୁହନ୍ତି: “ତୁମ୍ଭର ମୃତମାନେ ଜୀବିତ ହେବେ। ମୃତ ଶବଗୁଡ଼ିକ ପୁଣି ନିଃଶ୍ୱାସ ନେବା ଆରମ୍ଭ କରିବେ। ହେ ଧୂଳିନିବାସୀଗଣ ଉଠ, ଆନନ୍ଦ କର, କାରଣ ତୁମ୍ଭେମାନେ ପ୍ରଭାତରେ ତୃଣ ଉପର ଶିଶିର ତୁଲ୍ୟ ଭୂମି ମୃତମାନଙ୍କୁ ଜନ୍ମ ଦେବ।”


ଯୀଶୁ ଖ୍ରୀଷ୍ଟଙ୍କୁ କବର ଦିଆ ହେଲା ଓ ତୃତୀୟ ଦିନରେ ସେ ମୃତ୍ୟୁରୁ ଉଠିଲେ।


ଭବିଷ୍ୟ‌ଦ୍‌ବକ୍ତାମାନେ କହିଥିଲେ ଯେ, ଯୀଶୁ ତାହାଙ୍କ ମହିମାରେ ପ୍ରବେଶ କରିବା ପୂର୍ବରୁ ଏଭଳି ଯାତନା ଭୋଗ କରିବେ।”


ଯୀଶୁ କହିଲେ, “ଏ କଥା ତୁମ୍ଭେ ବୁଝିପାରୁନ। କାରଣ ଶାସ୍ତ୍ର କ’ଣ କୁହେ ଜାଣ ନାହିଁ। ଏବଂ ପରମେଶ୍ୱରଙ୍କ ଶକ୍ତି ବିଷୟରେ ତୁମ୍ଭେମାନେ କିଛି ଜାଣି ନାହଁ।


“ଆମ୍ଭେ ସେମାନଙ୍କୁ ମୃତ୍ୟୁଠାରୁ ରକ୍ଷା କରିବା ଉଚିତ୍ କି? ଆମ୍ଭେ ସେମାନଙ୍କୁ ମହାମାରୀଠାରୁ ରକ୍ଷା କରିବା ଉଚିତ୍ କି? ହେ ମୃତ କେଉଁଠାରେ ତୁମ୍ଭର ମହାମାରୀ ଅଛି? ହେ କବର, ତୁମ୍ଭର ଶକ୍ତି କେଉଁଠାରେ ଅଛି? ଦୟା ଆମ୍ଭଠାରୁ ଗୁପ୍ତ ରହିବ।


ଏଣୁ ସେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ସେ ଏହା କହିଥିଲେ ବୋଲି ସ୍ମରଣ କଲେ। ତେଣୁ ତାହାଙ୍କର ଶିଷ୍ୟମାନେ ତାହାଙ୍କ ବିଷୟରେ ଶାସ୍ତ୍ରରେ ଯାହା ଲେଖାଥିଲା ଓ ଯୀଶୁ ଯାହା କହିଥିଲେ, ସେସବୁ କଥା ବିଶ୍ୱାସ କଲେ।


କିନ୍ତୁ ଶିଷ୍ୟମାନେ ଯୀଶୁଙ୍କ ଏ କଥାର କିଛି ଅର୍ଥ ବୁଝି ପାରିଲେ ନାହିଁ। ଏହାର ଅର୍ଥ ସେମାନଙ୍କ ପ୍ରତି ଲୁକାୟିତ ଥିଲା। ତେଣୁ ସେମାନେ କିଛି ଏହାକୁ ବୁଝି ପାରିଲେ ନାହିଁ କିନ୍ତୁ ସେମାନେ ଯୀଶୁଙ୍କୁ ଏ ବିଷୟରେ ପଗ୍ଭରିବାକୁ ସାହସ କଲେ ନାହିଁ।


ମୋର ପାଟି ଖଣ୍ଡେ ଖପରା ପରି ଶୁଷ୍କ ହୋଇ ଯାଉଛି। ମୋର ଜିଭ ତାଳୁରେ ଲାଗି ଯାଉଛି, ତୁମ୍ଭେ ମୋତେ ମୃତ୍ୟୁର ଧୂଳିରେ ଫିଙ୍ଗି ଦେଇଛ।


କିନ୍ତୁ ଈଶ୍ୱର ଏସବୁ ଘଟିବ ବୋଲି ଆଗରୁ ଜାଣିଥିଲେ। ସେଥିପାଇଁ ସେ ଯୀଶୁଙ୍କୁ ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ପୁଣି ଉଠାଇଅଛନ୍ତି। ମୃତ୍ୟୁ ତାହାଙ୍କୁ ବାନ୍ଧି ରଖିପାରିଲା ନାହିଁ।


ସେ ପବିତ୍ର ବାକ୍ୟ ବୁଝେଇଲେ ଓ ସେମାନଙ୍କୁ ପ୍ରମାଣ ଦେଇ କହିଲେ ଯେ, ଖ୍ରୀଷ୍ଟଙ୍କର ଦୁଃଖ ଭୋଗ କରିବାର ଓ ମୃତ୍ୟୁରୁ ପୁନର୍ଜୀବିତ ହେବାର ଆବଶ୍ୟକତା ଥିଲା। ପାଉଲ କହିଲେ, “ଏହି ଯୀଶୁ, ଯାହାଙ୍କ ବିଷୟରେ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଗ୍ଭର କରୁଛି, ସେ ହେଉଛନ୍ତି ଖ୍ରୀଷ୍ଟ।”


Swiv nou:

Piblisite


Piblisite