ଯୋହନ 21:1 - ପବିତ୍ର ବାଇବଲ1 ତା'ପରେ ଯୀଶୁ ନିଜକୁ ଶିଷ୍ୟମାନଙ୍କ ଆଗରେ ଦେଖା ଦେଲେ। ସେ ତିବିରିଆ ହ୍ରଦ ଗାଲିଲୀ କୂଳରେ ସେମାନଙ୍କୁ ଦେଖାଦେଇଥିଲେ। ସେ ଏହିପରି ଭାବରେ ଦର୍ଶନ ଦେଇଥିଲେ: Gade chapit laପବିତ୍ର ବାଇବଲ (Re-edited) - (BSI)1 ଏଥିଉତ୍ତାରେ ଯୀଶୁ ତିବିରୀୟା ସମୁଦ୍ର କୂଳରେ ଶିଷ୍ୟମାନଙ୍କୁ ପୁନର୍ବାର ଦର୍ଶନ ଦେଲେ। ସେ ଏହି ପ୍ରକାରେ ଦର୍ଶନ ଦେଲେ; Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଯୀଶୁ ତିବିରୀୟା ସମୁଦ୍ରକୂଳରେ ଶିଷ୍ୟମାନଙ୍କୁ ପୁନର୍ବାର ଦର୍ଶନ ଦେଲେ । ସେ ଏହି ପ୍ରକାରେ ଦର୍ଶନ ଦେଲେ; Gade chapit laପବିତ୍ର ବାଇବଲ (CL) NT (BSI)1 ଏହା ପରେ ତିବିରିଆ ହ୍ରଦ କୂଳରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଆଉ ଥରେ ଦର୍ଶନ ଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଯୀଶୁ ତିବିରୀୟା ହ୍ରଦର କୂଳରେ ଶିଷ୍ୟମାନଙ୍କୁ ପୁନର୍ବାର ଦର୍ଶନ ଦେଲେ। ସେ ଏହି ପ୍ରକାରେ ଦର୍ଶନ ଦେଲେ; Gade chapit la |