Biblia Todo Logo
Bib sou entènèt

- Piblisite -




ଯୋହନ 21:11 - ପବିତ୍ର ବାଇବଲ

11 ଶିମୋନ ପିତର ନୌକା ଭିତରକୁ ଗଲେ ଓ ଜାଲ କୂଳକୁ ଟାଣିଲେ। ଏହା ବଡ଼ ବଡ଼ ମାଛରେ ପୂର୍ଣ୍ଣ ଥିଲା। ସେଥିରେ 153ଟି ମାଛ ଥିଲା। ମାଛଗୁଡ଼ିକ ବହୁତ ଓଜନିଆ ଥିଲା କିନ୍ତୁ ଜାଲ ଛିଣ୍ଡି ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଶିମୋନ ପିତର ଯାଇ ଏକଶହ ତେପନ ବଡ଼ ବଡ଼ ମାଛରେ ଭର୍ତ୍ତି ହୋଇଥିବା ଜାଲ କୂଳକୁ ଟାଣିଆଣିଲେ; ଆଉ ଏତେ ମାଛରେ ସୁଦ୍ଧା ଜାଲ ଛିଣ୍ତିଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

11 ଶିମୋନ ପିତର ଯାଇ ଏକ ଶହ ତେପନ ବଡ଼ ବଡ଼ ମାଛରେ ଭର୍ତ୍ତି ହୋଇଥିବା ଜାଲ କୂଳକୁ ଟାଣି ଆଣିଲେ; ଆଉ ଏତେ ମାଛରେ ସୁଦ୍ଧା ଜାଲ ଛିଣ୍ଡିଲା ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ପିତର ଫେରିଯାଇ ମାଛରେ ପୂର୍ଣ୍ଣ ଜାଲଟିକୁ ଟାଣି ଆଣିଲେ। ସେଥିରେ ଥିଲା, ଶହେ ତେପନଟି ବଡ଼ ମାଛ। ଏତେ ମାଛର ଓଜନ ସତ୍ତେ୍ୱ ଜାଲ ଛିଣ୍ଡିଯାଇ ନ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଶିମୋନ ପିତର ଯାଇ ଏକ ଶହ ତେପନ ବଡ଼ ବଡ଼ ମାଛରେ ଭର୍ତ୍ତି ହୋଇଥିବା ଜାଲ କୂଳକୁ ଟାଣି ଆଣିଲେ; ଆଉ ଏତେ ମାଛରେ ସୁଦ୍ଧା ଜାଲ ଛିଣ୍ଡିଲା ନାହିଁ।

Gade chapit la Kopi




ଯୋହନ 21:11
4 Referans Kwoze  

ଯେଉଁମାନେ ତାହାଙ୍କର ଏହି କଥା ଗ୍ରହଣ କଲେ ସେମାନେ ବାପ୍ତିଜିତ ହେଲେ। ସେଦିନ ସେହି ବିଶ୍ୱାସୀ ଦଳ ସହିତ ଆହୁରି ପ୍ରାୟ ତିନି ହଜାର ଲୋକ ଯୋଗଦେଲେ।


ତା'ପରେ ଯୀଶୁ କହିଲେ, “ତୁମ୍ଭେମାନେ ଧରିଥିବା କିଛି ମାଛ ଆଣ।”


ଯୀଶୁ ସେମାନଙ୍କୁ କହିଲେ, “ଆସ ଓ ଖାଅ।” ଶିଷ୍ୟମାନଙ୍କ ଭିତରେ କେହି ଜଣେ ହେଲେ ପଗ୍ଭରିବା ପାଇଁ ସାହସ କଲେ ନାହିଁ, “ତୁମ୍ଭେ କିଏ?” କାରଣ ସେମାନେ ଜାଣିଥିଲେ ଯେ, ସେ ପ୍ରଭୁ।


Swiv nou:

Piblisite


Piblisite