Biblia Todo Logo
Bib sou entènèt

- Piblisite -




ଯୋହନ 21:13 - ପବିତ୍ର ବାଇବଲ

13 ଯୀଶୁ ଖାଦ୍ୟ ନିକଟକୁ ଆସି ରୋଟୀ ଘେନି ସେମାନଙ୍କୁ ଦେଲେ। ସେ ସେମାନଙ୍କୁ ମାଛ ମଧ୍ୟ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଯୀଶୁ ଆସି ରୋଟୀ ଘେନି ସେମାନଙ୍କୁ ଦେଲେ, ଆଉ ସେହି ପ୍ରକାରେ ମାଛ ମଧ୍ୟ ଦେଲେ।

Gade chapit la Kopi

ଓଡିଆ ବାଇବେଲ

13 ଯୀଶୁ ଆସି ରୁଟି ଘେନି ସେମାନଙ୍କୁ ଦେଲେ, ଆଉ ସେହି ପ୍ରକାରେ ମାଛ ମଧ୍ୟ ଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଯୀଶୁ ସେମାନଙ୍କ ନିକଟକୁ ଆସି ରୁଟି ଓ ମାଛ ପରିବେଷଣ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯୀଶୁ ଆସି ରୁଟି ଘେନି ସେମାନଙ୍କୁ ଦେଲେ, ଆଉ ସେହି ପ୍ରକାରେ ମାଛ ମଧ୍ୟ ଦେଲେ।

Gade chapit la Kopi




ଯୋହନ 21:13
6 Referans Kwoze  

ଶିଷ୍ୟମାନେ ଯେତେବେଳେ ନୌକାରୁ ବାହାରି କୂଳରେ ପହଞ୍ଚିଲେ, ସେମାନେ ସେତେବେଳେ ରଡ଼ନିଆଁ ଜଳୁଥିବାର ଦେଖିଲେ। ସେଠାରେ ନିଆଁ ଉପରେ ମାଛ ଥିଲା, ଓ କିଛି ରୋଟୀ ମଧ୍ୟ ଥିଲା।


ମାତ୍ର ଯୀଶୁ ସବୁ ଲୋକମାନଙ୍କୁ ଦେଖାଗଲେ ନାହିଁ। ପରମେଶ୍ୱର ଯେଉଁମାନଙ୍କୁ ତାହାଙ୍କ ସାକ୍ଷୀରୂପେ ପୂର୍ବରୁ ମନୋନୀତ କରିଥିଲେ, ସେହିମାନେ କେବଳ ତାହାଙ୍କୁ ଦେଖି ପାରିଲେ। ଆମ୍ଭେମାନେ ସେହି ସାକ୍ଷୀ ଅଟୁ। ଯୀଶୁ ମୃତ୍ୟୁରୁ ଉଠିଲାପରେ ଆମ୍ଭେମାନେ ତାହାଙ୍କ ସହିତ ଖାଇଥିଲୁ ଓ ପିଇଥିଲୁ।


“ଏଠାରେ ଜଣେ ବାଳକ ଅଛି। ତା'ପାଖରେ ପାଞ୍ଚୋଟି ରୋଟୀ ଓ ଦୁଇଟି ଛୋଟ ମାଛ ଅଛି। କିନ୍ତୁ ଏତେ ଲୋକଙ୍କ ପାଇଁ ତାହା ଯଥେଷ୍ଟ ହେବ ନାହିଁ।”


ଯୀଶୁ ରୋଟୀ ନେଇ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ ଓ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଲେ। ସେ ମାଛକୁ ମଧ୍ୟ ସେହିପରି ବାଣ୍ଟିଲେ। ସେ ଲୋକମାନଙ୍କୁ ମନଇଚ୍ଛା ଖାଇବାକୁ ଦେଲେ।


ତା'ପରେ ଯୀଶୁ କହିଲେ, “ତୁମ୍ଭେମାନେ ଧରିଥିବା କିଛି ମାଛ ଆଣ।”


Swiv nou:

Piblisite


Piblisite