ଯୋହନ 21:4 - ପବିତ୍ର ବାଇବଲ4 ପରଦିନ ଅତି ସକାଳୁ ଯୀଶୁ ହ୍ରଦ କୂଳରେ ଠିଆ ହୋଇଥିଲେ। କିନ୍ତୁ ଶିଷ୍ୟମାନେ ତାହାଙ୍କୁ ଯୀଶୁ ବୋଲି ଜାଣି ନ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ। Gade chapit laଓଡିଆ ବାଇବେଲ4 କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)4 ପରଦିନ ସକାଳେ ସୂର୍ଯ୍ୟୋଦୟ ହେବାବେଳେ ଯୀଶୁ ଜଳ ଧାରରେ ଆସି ଠିଆ ହେଲେ, କିନ୍ତୁ ଶିଷ୍ୟମାନେ ତାଙ୍କୁ ଚିହ୍ନି ପାରିଲେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ। Gade chapit la |