ଯୋହନ 21:6 - ପବିତ୍ର ବାଇବଲ6 ଯୀଶୁ କହିଲେ, “ତୁମ୍ଭର ଜାଲ ନୌକାର ଡାହାଣ ପଟ ପାଣିରେ ପକାଅ। ତୁମ୍ଭେ ସେଠାରେ ମାଛ ପାଇବ।” ଶିଷ୍ୟମାନେ ସେହିପରି କଲେ। ସେମାନେ ଏତେ ମାଛ ଧରିଲେ ଯେ, ସେମାନେ ଜାଲକୁ ନୌକା ପର୍ଯ୍ୟନ୍ତ ଟାଣି ପାରିଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)6 ସେ ସେମାନଙ୍କୁ କହିଲେ, ନୌକାର ଡାହାଣ ପାଖରେ ଜାଲ ପକାଅ, ଆଉ ତୁମ୍ଭେମାନେ ପାଇବ। ସେଥିରେ ସେମାନେ ଜାଲ ପକାଇଲେ, ଆଉ ଏତେ ମାଛ ପଡ଼ିଲା ଯେ, ସେମାନେ ତାହା ଟାଣି ପାରିଲେ ନାହିଁ। Gade chapit laଓଡିଆ ବାଇବେଲ6 ସେ ସେମାନଙ୍କୁ କହିଲେ, ନୌକାର ଡାହାଣ ପାଖରେ ଜାଲ ପକାଅ, ଆଉ ତୁମ୍ଭେମାନେ ପାଇବ । ସେଥିରେ ସେମାନେ ଜାଲ ପକାଇଲେ, ଆଉ ଏତେ ମାଛ ପଡ଼ିଲା ଯେ, ସେମାନେ ତାହା ଟାଣି ପାରିଲେ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)6 ଯୀଶୁ ସେମାନଙ୍କୁ କହିଲେ, “ଡଙ୍ଗାର ଡାହାଣ ପାଖରେ ଜାଲ ପକାଅ, ନିଶ୍ଚୟ କିଛି ଧରିବ।” ସେମାନେ ସେହି ପଟେ ଜାଲ ପକାଇଲେ ଏବଂ ଏଥର ଏତେ ମାଛ ପଡ଼ିଲା ଯେ ସେମାନେ ସହଜରେ ଜାଲଟିକୁ ଟାଣି ପାରିଲେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ସେମାନଙ୍କୁ କହିଲେ, “ନୌକାର ଡାହାଣ ପାଖରେ ଜାଲ ପକାଅ, ଆଉ ତୁମ୍ଭେମାନେ ପାଇବ।” ସେଥିରେ ସେମାନେ ଜାଲ ପକାଇଲେ, ଆଉ ଏତେ ମାଛ ପଡ଼ିଲା ଯେ, ସେମାନେ ତାହା ଟାଣି ପାରିଲେ ନାହିଁ। Gade chapit la |