Biblia Todo Logo
Bib sou entènèt

- Piblisite -




ଯୋହନ 21:8 - ପବିତ୍ର ବାଇବଲ

8 ଅନ୍ୟ ଶିଷ୍ୟମାନେ ନୌକାରେ କୂଳକୁ ଗଲେ। ସେମାନେ ମାଛରେ ଭର୍ତ୍ତି ହୋଇଥିବା ଜାଲ ଭିଡ଼ିଲେ। ସେମାନେ କୂଳରୁ ବେଶୀ ଦୂରରେ ନ ଥିଲେ, ଦୂରତ୍ୱ ପ୍ରାୟ ନବେ ମିଟର ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କିନ୍ତୁ ଅନ୍ୟ ଶିଷ୍ୟମାନେ ମାଛରେ ଭର୍ତ୍ତି ହୋଇଥିବା ଜାଲ ଟାଣି ଟାଣି ସାନ ନାହାରେ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇଶହ ହାତ ଦୂରରେ ଥିଲେ।

Gade chapit la Kopi

ଓଡିଆ ବାଇବେଲ

8 କିନ୍ତୁ ଅନ୍ୟ ଶିଷ୍ୟମାନେ ମାଛରେ ଭର୍ତ୍ତି ହୋଇଥିବା ଜାଲ ଟାଣି ଟାଣି ସାନ ନାଆରେ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇ ଶହ ହାତ ଦୂରରେ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଅନ୍ୟ ଶିଷ୍ୟମାନେ ମାଛରେ ପୂର୍ଣ୍ଣ ହୋଇଥିବା ଜାଲ ଟାଣି ଟାଣି ଡଙ୍ଗାକୁ କୂଳରେ ଲଗାଇଲେ। କୂଳରୁ ସେମାନେ ବେଶୀ ଦୂରରେ ନ ଥିଲେ। କେବଳ ଦୁଇ ଶହ ହାତ ଭିତରକୁ ଯାଇଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିନ୍ତୁ ଅନ୍ୟ ଶିଷ୍ୟମାନେ ନୌକାରେ ଭର୍ତ୍ତି ହୋଇଥିବା ମାଛର ଜାଲ ଟାଣି ଟାଣି ନୌକାକୁ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇ ଶହ ହାତ ଦୂରରେ ଥିଲେ।

Gade chapit la Kopi




ଯୋହନ 21:8
4 Referans Kwoze  

ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନରାଜା ଓଗ୍ ଅବଶିଷ୍ଟ ରହିଲା। ଓ‌‌ଗ୍‌‌ର ଖଟଟି ଲୁହାରେ ତିଆରି ହୋଇଥିଲା। ଏହାର ଲମ୍ବ ଥିଲା ନଅ ହାତ ଓ ପ୍ରସ୍ଥ ଥିଲା ଗ୍ଭରି ହାତ। ସେହି ଖଟଟି ଏବେ ମଧ୍ୟ ରବ୍ବାରେ ଅଛି ଯେଉଁଠାରେ ଅମ୍ମୋନ ସନ୍ତାନଗଣ ବାସ କରୁଛନ୍ତି।


ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, “ଏ ତ ପ୍ରଭୁ।” ପିତର ଏତ ପ୍ରଭୁ ବୋଲି ଶୁଣି ତାହାଙ୍କ ପୋଷାକ ପିନ୍ଧିଲେ। କାରଣ ସେ କାର୍ଯ୍ୟ କରିବା ପାଇଁ ସବୁ ବସ୍ତ୍ର ଖୋଲି ଦେଇଥିଲେ। ତା'ପରେ ସେ ପାଣିକୁ ଡେଇଁ ପଡ଼ିଲେ।


ଶିଷ୍ୟମାନେ ଯେତେବେଳେ ନୌକାରୁ ବାହାରି କୂଳରେ ପହଞ୍ଚିଲେ, ସେମାନେ ସେତେବେଳେ ରଡ଼ନିଆଁ ଜଳୁଥିବାର ଦେଖିଲେ। ସେଠାରେ ନିଆଁ ଉପରେ ମାଛ ଥିଲା, ଓ କିଛି ରୋଟୀ ମଧ୍ୟ ଥିଲା।


ଶିଷ୍ୟମାନଙ୍କ ପାଖରେ ମଧ୍ୟ ଅଳ୍ପ କିଛି ଛୋଟ ମାଛ ଥିଲା। ଯୀଶୁ ମାଛ ପାଇଁ ଧନ୍ୟବାଦ ଦେଇ ଶିଷ୍ୟମାନଙ୍କୁ ତାହା ଲୋକଙ୍କ ଭିତରେ ବାଣ୍ଟି ଦେବାକୁ କହିଲେ।


Swiv nou:

Piblisite


Piblisite