ଯୋହନ 3:13 - ପବିତ୍ର ବାଇବଲ13 ମନୁଷ୍ୟପୁତ୍ର କେବଳ ସେହି ଜଣେ ଯିଏ ସ୍ୱର୍ଗରୁ ଆସିଛନ୍ତି, ଓ ସେ ହିଁ ଏକମାତ୍ର ଯିଏ ସ୍ୱର୍ଗକୁ ଯାଇଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)13 ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ଵର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ଵର୍ଗାରୋହଣ କରି ନାହିଁ। Gade chapit laଓଡିଆ ବାଇବେଲ13 ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)13 ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ। Gade chapit la |
ପରମେଶ୍ୱରଙ୍କୁ କୌଣସି ଲୋକ କେବେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁଙ୍କୁ। ସେ ନିଜେ ହେଉଛନ୍ତି ପରମେଶ୍ୱର। ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି। ଯିଏ ଯୀଶୁଙ୍କୁ ଦେଖିଅଛି, ସେ ପରମେଶ୍ୱରଙ୍କୁ ଦେଖିଅଛି।” ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି।