ଯୋହନ 3:14 - ପବିତ୍ର ବାଇବଲ14 “ମୋଶା ମରୁଭୂମିରେ ସର୍ପକୁ ଉପରକୁ ଉଠାଇଥିଲେ। ଠିକ୍ ସେହିପରି ମନୁଷ୍ୟପୁତ୍ର ମଧ୍ୟ ଉପରକୁ ଉଠାଯିବେ। Gade chapit laପବିତ୍ର ବାଇବଲ (Re-edited) - (BSI)14 ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ସର୍ପକୁ ଊର୍ଦ୍ଧ୍ଵକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହିପ୍ରକାର ଊର୍ଦ୍ଧ୍ଵକୁ ଉଠାଯିବେ, Gade chapit laଓଡିଆ ବାଇବେଲ14 ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ସର୍ପକୁ ଊର୍ଦ୍ଧ୍ୱକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହି ପ୍ରକାର ଊର୍ଦ୍ଧ୍ୱକୁ ଉଠାଯିବେ, Gade chapit laପବିତ୍ର ବାଇବଲ (CL) NT (BSI)14 ମୋଶା ମରୁପ୍ରାନ୍ତରରେ ଯେପରି ଗୋଟିଏ ଧାତୁନିର୍ମିତ ସର୍ପକୁ ଉପରକୁ ଉଠାଇଥିଲେ, ମନୁଷ୍ୟପୁତ୍ର ସେପରି ଊଦ୍ଧ୍ୱର୍କୁ ଉଠାଯିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ପିତ୍ତଳର ଏକ ସର୍ପକୁ ଊର୍ଦ୍ଧ୍ୱକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହି ପ୍ରକାର ଊର୍ଦ୍ଧ୍ୱକୁ ଉଠାଯିବେ, Gade chapit la |