ଯୋହନ 3:19 - ପବିତ୍ର ବାଇବଲ19 ଲୋକମାନଙ୍କର ବିଗ୍ଭର ଏହି ବିଷୟ ଦ୍ୱାରା ହୁଏ: ସେହି ଆଲୋକ ଜଗତକୁ ଆସିଲେ, କିନ୍ତୁ ଲୋକେ ସେହି ଆଲୋକ ଗ୍ଭହିଁଲେ ନାହିଁ, ସେମାନେ ଅନ୍ଧକାର ଗ୍ଭହିଁଲେ, କାରଣ ସେମାନେ ମନ୍ଦକାର୍ଯ୍ୟରେ ରତଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)19 ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ। Gade chapit laଓଡିଆ ବାଇବେଲ19 ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ । Gade chapit laପବିତ୍ର ବାଇବଲ (CL) NT (BSI)19 ସେହି ବିଚାର ଏହିପରି ହୁଏ। ଜଗତରେ ଆଲୋକ ପ୍ରକାଶ ପାଇଛି, କିନ୍ତୁ ଲୋକେ ଆଲୋକ ଅପେକ୍ଷା ଅନ୍ଧକାରକୁ ପସନ୍ଦ କରିଛନ୍ତି; କାରଣ ସେମାନଙ୍କ କାର୍ଯ୍ୟ ସକଳ ଅସ୍। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ। Gade chapit la |