ଯୋହନ 3:21 - ପବିତ୍ର ବାଇବଲ21 କିନ୍ତୁ ଯେଉଁ ଲୋକ ସତ୍ୟପଥ ଅନୁସରଣ କରେ, ସେ ଆଲୋକ ନିକଟକୁ ଆସେ। ତା'ପରେ ଆଲୋକ ସ୍ପଷ୍ଟ ଦେଖାଇ ଦେବ ଯେ ସେ ଲୋକ ଯେଉଁ କାର୍ଯ୍ୟ କରିଛି ତାହା ସେ ପରମେଶ୍ୱରଙ୍କ ମାଧ୍ୟମରେ କରିଛି। Gade chapit laପବିତ୍ର ବାଇବଲ (Re-edited) - (BSI)21 କିନ୍ତୁ ଯେକେହି ସତ୍ୟ ଆଚରଣ କରେ, ସେ ଜ୍ୟୋତିଃ ନିକଟକୁ ଆସେ, ଯେପରି ତାହାର କର୍ମସବୁ ଈଶ୍ଵରଙ୍କଠାରେ ସାଧିତ ବୋଲି ପ୍ରକାଶିତ ହୁଏ। Gade chapit laଓଡିଆ ବାଇବେଲ21 କିନ୍ତୁ ଯେ କେହି ସତ୍ୟ ଆଚରଣ କରେ, ସେ ଜ୍ୟୋତିଃ ନିକଟକୁ ଆସେ, ଯେପରି ତାହାର କର୍ମସବୁ ଈଶ୍ୱରଙ୍କଠାରେ ସାଧିତ ବୋଲି ପ୍ରକାଶିତ ହୁଏ । Gade chapit laପବିତ୍ର ବାଇବଲ (CL) NT (BSI)21 ଯାହା କର୍ମ ସତ୍, ସେ ଆଲୋକକୁ ଆସିବା ପାଇଁ ଇଚ୍ଛା କରେ; କାରଣ ତା’ କାର୍ଯ୍ୟରେ ସେ ଯେ ଈଶ୍ୱରଙ୍କ ଆଜ୍ଞାଧୀନ, ଏ କଥା ସେ ଆଲୋକରେ ପ୍ରକାଶ କରିବାକୁ ଚାହେଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କିନ୍ତୁ ଯେ କେହି ସତ୍ୟ ଆଚରଣ କରେ, ସେ ଜ୍ୟୋତିଃ ନିକଟକୁ ଆସେ, ଯେପରି ତାହାର କର୍ମସବୁ ଈଶ୍ବରଙ୍କଠାରେ ସାଧିତ ବୋଲି ପ୍ରକାଶିତ ହୁଏ। Gade chapit la |