ଯୋହନ 3:8 - ପବିତ୍ର ବାଇବଲ8 ପବନ ତା’ ଇଚ୍ଛା ଅନୁସାରେ ବହେ ଓ ନିଜ ଇଚ୍ଛାରେ ଗତି କରେ। ତୁମ୍ଭେ ପବନ ବହିବାର ଶବ୍ଦ ଶୁଣିଥାଅ, କିନ୍ତୁ ତୁମ୍ଭେ ଜାଣି ନ ଥାଅ, ପବନ କେଉଁଠାରୁ ଆସେ ଓ କେଉଁଠାକୁ ଯାଏ। ଆତ୍ମାରୁ ଜନ୍ମ ନେଇଥିବା ପ୍ରତ୍ୟେକ ଲୋକ ଠିକ୍ ସେହିପରି।” Gade chapit laପବିତ୍ର ବାଇବଲ (Re-edited) - (BSI)8 ବାୟୁ ଯେଉଁ ଦିଗରେ ଇଚ୍ଛା କରେ, ସେହି ଦିଗରେ ବହେ, ଆଉ ତୁମ୍ଭେ ତାହାର ଶଦ୍ଦ ଶୁଣିଥାଅ, କିନ୍ତୁ ତାହା କେଉଁଠାରୁ ଆସେ ପୁଣି କେଉଁଠାକୁ ଯାଏ, ତାହା ଜାଣ ନାହିଁ; ଆତ୍ମାଙ୍କଠାରୁ ଜାତ ପ୍ରତ୍ୟେକ ଲୋକ ସମ୍ଵନ୍ଧରେ ସେହିପ୍ରକାର। Gade chapit laଓଡିଆ ବାଇବେଲ8 ବାୟୁ ଯେଉଁ ଦିଗରେ ଇଚ୍ଛା କରେ, ସେହି ଦିଗରେ ବହେ, ଆଉ ତୁମ୍ଭେ ତାହାର ଶବ୍ଦ ଶୁଣିଥାଅ, କିନ୍ତୁ ତାହା କେଉଁଠାରୁ ଆସେ ପୁଣି, କେଉଁଠାକୁ ଯାଏ, ତାହା ଜାଣ ନାହିଁ; ଆତ୍ମାଙ୍କଠାରୁ ଜାତ ପ୍ରତ୍ୟେକ ଲୋକ ସମ୍ବନ୍ଧରେ ସେହି ପ୍ରକାର । Gade chapit laପବିତ୍ର ବାଇବଲ (CL) NT (BSI)8 ପବନ ଯେଉଁ ଆଡ଼େ ଇଚ୍ଛା ସେହି ଆଡ଼େ ବହେ। ତୁମେ କେବଳ ତା’ର ଶବ୍ଦ ଶୁଣିପାର, କିନ୍ତୁ ତାହା କେଉଁଠାରୁ ଆସିଛି ଓ କେଉଁ ଆଡ଼କୁ ଗତି କରୁଛି, କହି ପାରିବ ନାହିଁ। ଆତ୍ମାଙ୍କଠାରୁ ଜାତ ପ୍ରତ୍ୟେକ ମଧ୍ୟ ସେହିପରି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ବାୟୁ ଯେଉଁ ଦିଗରେ ଇଚ୍ଛା କରେ, ସେହି ଦିଗରେ ବହେ, ଆଉ ତୁମ୍ଭେ ତାହାର ଶବ୍ଦ ଶୁଣିଥାଅ, କିନ୍ତୁ ତାହା କେଉଁଠାରୁ ଆସେ ପୁଣି, କେଉଁଠାକୁ ଯାଏ, ତାହା ଜାଣ ନାହିଁ; ପବିତ୍ର ଆତ୍ମାଙ୍କଠାରୁ ଜାତ ପ୍ରତ୍ୟେକ ଲୋକ ସମ୍ବନ୍ଧରେ ସେହି ପ୍ରକାର।” Gade chapit la |