ଯୋହନ 4:12 - ପବିତ୍ର ବାଇବଲ12 ଆପଣ କ'ଣ ଆମ ପୂର୍ବପୁରୁଷ ଯାକୁବଙ୍କଠାରୁ ଶ୍ରେଷ୍ଠ? ଯାକୁବ ହିଁ ଆମ୍ଭକୁ ଏହି କୂଅ ଦେଇଥିଲେ। ସେ ନିଜେ ଏହି କୂଅରୁ ଜଳ ପିଉଥିଲେ, ତାହାଙ୍କର ପୁତ୍ରମାନେ ଓ ସବୁ ପଶୁମାନେ ମଧ୍ୟ ଏହି କୂଅରୁ ଜଳ ପିଉଥିଲେ।” Gade chapit laପବିତ୍ର ବାଇବଲ (Re-edited) - (BSI)12 ଆମ୍ଭମାନଙ୍କର ଯେଉଁ ପିତୃପୁରୁଷ ଯାକୁବ ଆମ୍ଭମାନଙ୍କୁ ଏହି କୂଅ ଦେଇଥିଲେ, ଆଉ ଆପେ, ପୁଣି ତାଙ୍କ ପୁତ୍ରମାନେ ଓ ପଶୁପଲ ଏଥିରୁ ପାନ କରିଥିଲେ, ତାଙ୍କଠାରୁ କି ଆପଣ ଶ୍ରେଷ୍ଠ? Gade chapit laଓଡିଆ ବାଇବେଲ12 ଆମ୍ଭମାନଙ୍କର ଯେଉଁ ପିତୃପୁରୁଷ ଯାକୁବ ଆମ୍ଭମାନଙ୍କୁ ଏହି କୂଅ ଦେଇଥିଲେ, ଆଉ ଆପେ, ପୁଣି, ତାଙ୍କ ପୁତ୍ରମାନେ ଓ ପଶୁପଲ ଏଥିରୁ ପାନ କରିଥିଲେ, ତାଙ୍କଠାରୁ କି ଆପଣ ଶ୍ରେଷ୍ଠ ? Gade chapit laପବିତ୍ର ବାଇବଲ (CL) NT (BSI)12 ଆମ ପୂର୍ବପୁରୁଷ ଯାକୁବ ଏହି କୂଅ ଖୋଳାଇଥିଲେ। ସେ, ତାଙ୍କ ପୁଅମାନେ ଓ ତାଙ୍କ ପଶୁପଲ ଏଇ କୂଅରୁ ପାଣି ପିଉଥିଲେ। ଆପଣ କଅଣ ଯାକୁବଙ୍କଠାରୁ ମହାନ୍?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆମ୍ଭମାନଙ୍କର ଯେଉଁ ପିତୃ-ପୁରୁଷ ଯାକୁବ ଆମ୍ଭମାନଙ୍କୁ ଏହି କୂଅ ଦେଇଥିଲେ, ଆଉ ଆପେ, ପୁଣି, ତାହାଙ୍କ ପୁତ୍ରମାନେ ଓ ପଶୁପଲ ଏଥିରୁ ପାନ କରିଥିଲେ, ତାଙ୍କଠାରୁ କି ଆପଣ ଶ୍ରେଷ୍ଠ? Gade chapit la |