ଯୋହନ 4:19 - ପବିତ୍ର ବାଇବଲ19 ସ୍ତ୍ରୀଲୋକଟି କହିଲା, “ମହାଶୟ, ମୁଁ ଜାଣିପାରୁଛି, ଆପଣ ଜଣେ ଭବିଷ୍ୟଦ୍ବକ୍ତା। Gade chapit laପବିତ୍ର ବାଇବଲ (Re-edited) - (BSI)19 ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ଆପଣ ଯେ ଜଣେ ଭାବବାଦୀ, ଏହା ମୁଁ ଜାଣି ପାରୁଅଛି। Gade chapit laଓଡିଆ ବାଇବେଲ19 ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ଆପଣ ଯେ ଜଣେ ଭାବବାଦୀ, ଏହା ମୁଁ ଜାଣି ପାରୁଅଛି । Gade chapit laପବିତ୍ର ବାଇବଲ (CL) NT (BSI)19 ସ୍ତ୍ରୀ ଲୋକଟି କହିଲା, “ଆଜ୍ଞା, ମୁଁ ଜାଣିପାରୁଛି, ଆପଣ ଜଣେ ଭାବବାଦୀ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ଆପଣ ଯେ ଜଣେ ଭାବବାଦୀ, ଏହା ମୁଁ ଜାଣି ପାରୁଅଛି। Gade chapit la |