Biblia Todo Logo
Bib sou entènèt

- Piblisite -




ଯୋହନ 4:4 - ପବିତ୍ର ବାଇବଲ

4 ଯୀଶୁ ଗାଲିଲୀ ଗଲାବେଳେ ତାହାଙ୍କୁ ଶମିରୋଣ ଅଞ୍ଚଳ ବାଟ ଦେଇ ଯିବାକୁ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କିନ୍ତୁ ଶମିରୋଣ ମଧ୍ୟ ଦେଇ ତାହାଙ୍କୁ ଯିବାକୁ ପଡ଼ିଲା।

Gade chapit la Kopi

ଓଡିଆ ବାଇବେଲ

4 କିନ୍ତୁ ଶମିରୋଣ ମଧ୍ୟ ଦେଇ ତାହାଙ୍କୁ ଯିବାକୁ ପଡ଼ିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଗାଲିଲୀକୁ ଯିବା ବାଟରେ ତାଙ୍କୁ ଶମିରୋଣ ଅଞ୍ଚଳ ଦେଇ ଯିବାକୁ ପଡ଼ିଲା ଏବଂ ସୁଖାର୍ ନାମକ ଏକ ଶମିରୋଣୀୟ ସହରରେ ସେ ଆସି ପହଞ୍ôଚଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କିନ୍ତୁ ଶମିରୋଣ ମଧ୍ୟ ଦେଇ ତାହାଙ୍କୁ ଯିବାକୁ ପଡ଼ିଲା।

Gade chapit la Kopi




ଯୋହନ 4:4
5 Referans Kwoze  

ଯୀଶୁ ଯିରୁଶାଲମ ଯାତ୍ରା କରୁଥିଲେ। ସେ ଗାଲିଲୀରୁ ଶମିରୋଣକୁ ଗଲେ।


ଏହି ଶୁଣି ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋତେ କାହିଁକି ଖୋଜୁଥିଲ? ଯେଉଁଠାରେ ମୋର ପରମପିତାଙ୍କର କାର୍ଯ୍ୟ ଅଛି, ମୁଁ ସେଠାରେ ନିଶ୍ଚୟ ଥିବିବୋଲି ତୁମ୍ଭେମାନେ କ’ଣ ଜାଣି ନାହଁ?”


ଖମୀରହୀନ ରୋଟୀ ପର୍ବର ଦିନଟି ଆସିଗଲା। ଏହି ଦିନ ଯିହୂଦୀମାନେ ନିସ୍ତାରପର୍ବର ମେଷଶାବକମାନଙ୍କୁ ବଳି ଦିଅନ୍ତି।


Swiv nou:

Piblisite


Piblisite