Biblia Todo Logo
Bib sou entènèt

- Piblisite -




ଯୋହନ 4:44 - ପବିତ୍ର ବାଇବଲ

44 ଯୀଶୁ ପୂର୍ବରୁ କହିଥିଲେ ଯେ ଜଣେ ଭାବବାଦୀ ନିଜ ଦେଶରେ ସମ୍ମାନ ପାଏ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 କାରଣ ଭାବବାଦୀ ସ୍ଵଦେଶରେ ଆଦର ପାଆନ୍ତି ନାହିଁ ବୋଲି ଯୀଶୁ ଆପେ ସାକ୍ଷ୍ୟ ଦେଲେ।

Gade chapit la Kopi

ଓଡିଆ ବାଇବେଲ

44 କାରଣ ଭାବବାଦୀ ସ୍ୱଦେଶରେ ଆଦର ପାଆନ୍ତି ନାହିଁ ବୋଲି ଯୀଶୁ ଆପେ ସାକ୍ଷ୍ୟ ଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

44 କାରଣ ସେ ଆଗରୁ କହିଥିଲେ, ଜଣେ ଭାବବାଦୀ ନିଜ ଦେଶରେ ସମ୍ମାନିତ ହୁଅନ୍ତି ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 କାରଣ ଭାବବାଦୀ ସ୍ୱଦେଶରେ ଆଦର ପାଆନ୍ତି ନାହିଁ ବୋଲି ଯୀଶୁ ଆପେ ସାକ୍ଷ୍ୟ ଦେଲେ।

Gade chapit la Kopi




ଯୋହନ 4:44
3 Referans Kwoze  

ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ, କୌଣସି ଭବିଷ୍ୟ‌ଦ୍‌ବକ୍ତାକୁ ନିଜ ନଗରରେ ଗ୍ରହଣ କରାଯାଏ ନାହିଁ।


ସେହି ଲୋକମାନେ ଯୀଶୁଙ୍କୁ ସ୍ୱୀକାର କଲେ ନାହିଁ। ଯୀଶୁ ସେ ଲୋକମାନଙ୍କୁ କହିଲେ, “ଜଣେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କୁ ଲୋକେ ସମ୍ମାନ ଦିଅନ୍ତି, କିନ୍ତୁ ନିଜ ସହରରେ ଓ ତାହାଙ୍କ ନିଜ ପରିବାରରେ ଜଣେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ସମ୍ମାନ ପାଏ ନାହିଁ।”


ତେଣୁ ଯୀଶୁ ଲୋକମାନଙ୍କୁ କହିଲେ, “ଅନ୍ୟମାନେ ଜଣେ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ସମ୍ମାନ ଦେଇଥା’ନ୍ତି। କିନ୍ତୁ ତାହାଙ୍କ ନିଜ ସହର ଲୋକେ, ତାହାଙ୍କର ସମ୍ପର୍କୀୟମାନେ ଓ ତାହାଙ୍କ ନିଜ ପରିବାରର ଲୋକମାନେ ତାହାଙ୍କୁ ସମ୍ମାନ କରନ୍ତି ନାହିଁ।”


Swiv nou:

Piblisite


Piblisite