ଯୋହନ 4:47 - ପବିତ୍ର ବାଇବଲ47 ସେହି ବ୍ୟକ୍ତି ଶୁଣିଲେ ଯେ ଯୀଶୁ ଯିହୂଦା ପ୍ରଦେଶରୁ ଆସିଛନ୍ତି ଓ ବର୍ତ୍ତମାନ ଗାଲିଲୀରେ ଅଛନ୍ତି, ତେଣୁ ସେ ବ୍ୟକ୍ତି କାନ୍ନାରେ ଯୀଶୁଙ୍କୁ ଦେଖାକଲେ। କଫର୍ନାହୂମକୁ ଆସି ତାହାଙ୍କର ପୁତ୍ରକୁ ସୁସ୍ଥ କରିବା ପାଇଁ ସେ ଯୀଶୁଙ୍କୁ ନିବେଦନ କଲେ। ତାହାଙ୍କର ପୁତ୍ର ମୃତ ପ୍ରାୟ ହେଇଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)47 ଯୀଶୁ ଯିହୁଦା ପ୍ରଦେଶରୁ ଗାଲିଲୀକି ବାହାରି ଆସିଅଛନ୍ତି, ଏହା ଶୁଣି ସେ ତାହାଙ୍କ ନିକଟକୁ ଯାଇ ସେ ଯେପରି ଆସି ତାଙ୍କ ପୁତ୍ରକୁ ସୁସ୍ଥ କରନ୍ତି, ଏଥିପାଇଁ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲେ, କାରଣ ସେ ମୃତବତ୍ ହୋଇଥିଲା। Gade chapit laଓଡିଆ ବାଇବେଲ47 ଯୀଶୁ ଯିହୂଦା ପ୍ରଦେଶରୁ ଗାଲିଲୀକୁ ବାହାରି ଆସିଅଛନ୍ତି, ଏହା ଶୁଣି ସେ ତାହାଙ୍କ ନିକଟକୁ ଯାଇ ସେ ଯେପରି ଆସି ତାଙ୍କ ପୁତ୍ରକୁ ସୁସ୍ଥ କରନ୍ତି, ଏଥିପାଇଁ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲେ, କାରଣ ସେ ମୃତବତ୍ ହୋଇଥିଲା । Gade chapit laପବିତ୍ର ବାଇବଲ (CL) NT (BSI)47 ସେଠାରେ ଥିବା ଜଣେ ରାଜକର୍ମଚାରୀଙ୍କ ପୁତ୍ର କପର୍ନାହୂମରେ ପୀଡ଼ିତ ଥିଲା। ଯୀଶୁ ଯିହୁଦାରୁ ଗାଲିଲୀକୁ ଆସିଛନ୍ତି ବୋଲି ଶୁଣି, ଉକ୍ତ କର୍ମଚାରୀ ଯୀଶୁଙ୍କ ନିକଟକୁ ଗଲେ। ମୃତ୍ୟୁ ଶଯ୍ୟାରେ ପଡ଼ିଥିବା ତାଙ୍କ ପୁତ୍ରକୁ ସୁସ୍ଥ କରିବା ପାଇଁ କପର୍ନାହୂମ ଯିବାକୁ ସେ ଯୀଶୁଙ୍କୁ ଅନୁରୋଧ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ଯୀଶୁ ଯିହୂଦିୟା ପ୍ରଦେଶରୁ ଗାଲିଲୀକୁ ବାହାରି ଆସିଅଛନ୍ତି, ଏହା ଶୁଣି ସେ ତାହାଙ୍କ ନିକଟକୁ ଯାଇ ସେ ଯେପରି ଆସି ତାହାଙ୍କ ପୁତ୍ରକୁ ସୁସ୍ଥ କରନ୍ତି, ଏଥିପାଇଁ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲେ, କାରଣ ସେ ମୃତବତ୍ ହୋଇଥିଲା। Gade chapit la |