Biblia Todo Logo
Bib sou entènèt

- Piblisite -




ଯୋହନ 4:51 - ପବିତ୍ର ବାଇବଲ

51 ଘରକୁ ଯିବା ବାଟରେ ତାହାଙ୍କର କେତେଜଣ ଗ୍ଭକର ଆସି ତାହାଙ୍କୁ ଭେଟିଲେ। ସେମାନେ ତାହାଙ୍କୁ କହିଲେ, “ତୁମ୍ଭର ପୁଅ ସୁସ୍ଥ ହେଲାଣି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 ପୁଣି, ସେ ଯାଉ ଯାଉ ତାଙ୍କ ଦାସମାନେ ତାଙ୍କୁ ଭେଟି ତାଙ୍କର ପୁତ୍ର ବଞ୍ଚିଲାଣି ବୋଲି କହିଲେ।

Gade chapit la Kopi

ଓଡିଆ ବାଇବେଲ

51 ପୁଣି, ସେ ଯାଉ ଯାଉ ତାଙ୍କ ଦାସମାନେ ତାଙ୍କୁ ଭେଟି ତାଙ୍କର ପୁତ୍ର ବଞ୍ଚିଲାଣି ବୋଲି କହିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

51 ଏବଂ ଘରକୁ ଫେରିଯିବା ବେଳେ, ଚାକରମାନେ ଆସି ଖବର ଦେଲେ ଯେ ତାଙ୍କ ପୁତ୍ର ସୁସ୍ଥ ହୋଇଯାଇଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ପୁଣି, ସେ ଯାଉ ଯାଉ ତାହାଙ୍କ ଦାସମାନେ ତାହାଙ୍କୁ ଭେଟି ତାଙ୍କର ପୁତ୍ର ବଞ୍ଚିଲାଣି ବୋଲି କହିଲେ।

Gade chapit la Kopi




ଯୋହନ 4:51
4 Referans Kwoze  

“ତୁମ୍ଭର ପୁଅ ବଞ୍ଚିବ,” ବୋଲି ଯୀଶୁ ଠିକ୍ ସେହି ସମୟରେ କହିଥିଲେ, ଏହା ପିଲାର ବାପା ଜାଣିଲେ। ତେଣୁ ସେହି ରାଜକର୍ମଗ୍ଭରୀ ଓ ତାହାଙ୍କର ସମସ୍ତ ପରିବାରବର୍ଗ ଯୀଶୁଙ୍କଠାରେ ବିଶ୍ୱାସ କଲେ।


ଯୀଶୁ ଉତ୍ତର ଦେଲେ, “ଯାଅ, ତୁମ୍ଭର ପୁଅ ବଞ୍ଚିବ।” ଯୀଶୁଙ୍କ କଥା ସେ ବ୍ୟକ୍ତିଟି ଶୁଣି ବିଶ୍ୱାସ କଲେ ଓ ଘରକୁ ଗ୍ଭଲିଗଲେ।


ତା'ପରେ ଏଲିୟ ପୁଅଟିକୁ ଧରି ତଳକୁ ଓହ୍ଲାଇ ଆସିଲେ ଓ ସେହି ସ୍ତ୍ରୀଲୋକଟିକୁ କହିଲେ, “ଦେଖ, ତୁମ୍ଭର ପୁତ୍ର ଜୀବିତ।”


“ପିଲାର ଅବସ୍ଥା କେଉଁ ସମୟଠାରୁ ଭଲ ଆଡ଼କୁ ଗତି କଲା?” ସେ ପଗ୍ଭରିଲେ। ଗ୍ଭକରମାନେ କହିଲେ, “ଗତକାଲି ପ୍ରାୟ ଗୋଟାଏ ବେଳୁ ତା'ର ଜ୍ୱର ଛାଡ଼ିଗଲା।”


Swiv nou:

Piblisite


Piblisite