ଯୋହନ 5:10 - ପବିତ୍ର ବାଇବଲ10 ତେଣୁ ଯିହୂଦୀମାନେ ସୁସ୍ଥ ହୋଇଥିବା ଲୋକକୁ କହିଲେ, “ଆଜି ବିଶ୍ରାମବାର। ବିଶ୍ରାମବାରରେ ତୁମ୍ଭେ ବିଛଣା ବୋହି ନେଇ ଯିବା ଆମ୍ଭର ନିୟମ ବିରୁଦ୍ଧ କାର୍ଯ୍ୟ।” Gade chapit laପବିତ୍ର ବାଇବଲ (Re-edited) - (BSI)10 ଅତଏବ, ଯିହୁଦୀମାନେ ସୁସ୍ଥ ହୋଇଥିବା ଲୋକକୁ କହିବାକୁ ଲାଗିଲେ, ଆଜି ବିଶ୍ରାମବାର, ଖଟିଆ ବହିନେଇଯିବା ତୁମ୍ଭର ବିଧିସଙ୍ଗତ ନୁହେଁ। Gade chapit laଓଡିଆ ବାଇବେଲ10 ଅତଏବ, ଯିହୂଦୀମାନେ ସୁସ୍ଥ ହୋଇଥିବା ଲୋକକୁ କହିବାକୁ ଲାଗିଲେ, ଆଜି ବିଶ୍ରାମବାର, ଖଟିଆ ବୋହିନେଇଯିବା ତୁମ୍ଭ ନିମନ୍ତେ ବିଧିସଙ୍ଗତ ନୁହେଁ । Gade chapit laପବିତ୍ର ବାଇବଲ (CL) NT (BSI)10 ଏଣୁ ଇହୁଦୀ କର୍ତ୍ତୃପକ୍ଷମାନେ ସୁସ୍ଥ ହୋଇଥିବା ସେହି ଲୋକକୁ କହିଲେ: “ଆଜି ବିଶ୍ରାମବାର। ସୁତରାଂ ଆଜି ତୁମେ ବିଛଣା ବୋହି ବ୍ୟବସ୍ଥାର ବିରୁଦ୍ଧାଚରଣ କରୁଛ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଅତଏବ, କେତେକ ଯିହୁଦୀ ନେତାମାନେ ସୁସ୍ଥ ହୋଇଥିବା ଲୋକକୁ କହିବାକୁ ଲାଗିଲେ, ଆଜି ବିଶ୍ରାମବାର, ଖଟିଆ ବୋହିନେଇଯିବା ତୁମ୍ଭ ନିମନ୍ତେ ବିଧିସଙ୍ଗତ ନୁହେଁ। Gade chapit la |