ଯୋହନ 5:16 - ପବିତ୍ର ବାଇବଲ16 ଯୀଶୁ ବିଶ୍ରାମବାରରେ ଏହିସବୁ (ସୁସ୍ଥ) କାର୍ଯ୍ୟ କରୁଥିଲେ। ତେଣୁ ଯିହୂଦୀମାନେ ଯୀଶୁଙ୍କ ପ୍ରତି ଖରାପ ବ୍ୟବହାର କରିବା ଆରମ୍ଭ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ତେଣୁ ଯୀଶୁ ବିଶ୍ରାମବାରରେ ଏହା କରୁଥିବାରୁ ଯିହୁଦୀମାନେ ତାହାଙ୍କୁ ତାଡ଼ନା କରିବାକୁ ଲାଗିଲେ। Gade chapit laଓଡିଆ ବାଇବେଲ16 ତେଣୁ ଯୀଶୁ ବିଶ୍ରାମବାରରେ ଏହା କରୁଥିବାରୁ ଯିହୂଦୀମାନେ ତାହାଙ୍କୁ ତାଡ଼ନା କରିବାକୁ ଲାଗିଲେ । Gade chapit laପବିତ୍ର ବାଇବଲ (CL) NT (BSI)16 ଯୀଶୁ ବିଶ୍ରାମବାରରେ ଏଭଳି କାର୍ଯ୍ୟ କରୁଥିବାରୁ ଇହୁଦୀମାନେ ତାଙ୍କ ଉପରେ ନିର୍ଯ୍ୟାତନା କରିବାକୁ ଆରମ୍ଭ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତେଣୁ ଯୀଶୁ ବିଶ୍ରାମବାର ଦିନରେ ଏହା କରୁଥିବାରୁ ଯିହୁଦୀମାନେ ତାହାଙ୍କୁ ତାଡ଼ନା କରିବାକୁ ଲାଗିଲେ। Gade chapit la |