Biblia Todo Logo
Bib sou entènèt

- Piblisite -




ଯୋହନ 5:21 - ପବିତ୍ର ବାଇବଲ

21 ପରମପିତା ମୃତ ଲୋକଙ୍କୁ ଉଠାନ୍ତି ଓ ସେମାନଙ୍କୁ ଜୀବନ ଦାନ କରନ୍ତି। ଠିକ୍ ସେହିପରି ପୁତ୍ର ମଧ୍ୟ ନିଜ ଇଚ୍ଛାନୁସାରେ ଲୋକଙ୍କୁ ଜୀବନ ଦାନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ସଜୀବ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ସଜୀବ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

21 ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଈଶ୍ୱର ଯେପରି ମୃତମାନଙ୍କୁ ସଞ୍ଜୀବିତ କରି ଉଠାନ୍ତି, ପୁତ୍ର ମଧ୍ୟ ସେହିପରି ଯାହାକୁ ଚାହିଁବେ, ତାକୁ ଜୀବନ ଦାନ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି।

Gade chapit la Kopi




ଯୋହନ 5:21
14 Referans Kwoze  

ପରମେଶ୍ୱର ଯୀଶୁଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଛନ୍ତି। ଯଦି ପରମେଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଭିତରେ ଅଛି, ତା'ହେଲେ ତୁମ୍ଭମାନଙ୍କର ମୃତ ଶରୀରକୁ ମଧ୍ୟ ସେ ତାହାଙ୍କର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରଦାନ କରିବେ।


“‘ଏବେ ଦେଖ ଆମ୍ଭେ କେବଳ ପରମେଶ୍ୱର ଅଟୁ। ଆଉ କୌଣସି ଅନ୍ୟ ଦେବତା ନାହିଁ। ଆମ୍ଭେ ମରଣ ଦେଉ, ଆମ୍ଭେ ଜୀବନ ଦାନ କରୁ। ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିପାରୁ। କୌଣସି ବ୍ୟକ୍ତି ଆମ୍ଭ ଶକ୍ତିଠାରୁ ରକ୍ଷା କରି ପାରିବ ନାହିଁ


ଯୀଶୁ ତାକୁ କହିଲେ, “ମୁଁ ସେହି ପୁନରୁ‌ତ୍‌ଥାନ ଓ ଜୀବନ, ମୋ'ଠାରେ ବିଶ୍ୱାସ କରୁଥିବା ଲୋକ ମୃତ୍ୟୁ ପରେ ପୁଣି ବଞ୍ଚି ଉଠିବ ଓ ଜୀବିତ ରହିବ।


ପରମେଶ୍ୱର ଯେ ଲୋକମାନଙ୍କୁ ମୃତ୍ୟୁରୁ ପୁନରୁ‌‌ତ୍‌‌ଥିତ କରି ପାରିବେ, ଏ କଥା ଆପଣମାନେ କାହିଁକି ଅସମ୍ଭବ ବୋଲି ଭାବୁଛନ୍ତି?


ତୁମ୍ଭେ ତାହାଙ୍କୁ ସମସ୍ତ ଲୋକଙ୍କ ଉପରେ କ୍ଷମତା ଦେଇଛ। ଯେପରି ତୁମ୍ଭେ ତାହାଙ୍କୁ ଯେଉଁମାନଙ୍କ ପାଇଁ ଦେଇଛ, ସେସମସ୍ତଙ୍କୁ ସେହି ପୁତ୍ର ଅନନ୍ତ ଜୀବନ ଦିଅନ୍ତି।


ଇସ୍ରାଏଲର ରାଜା ଯେତେବେଳେ ଚିଠିଟି ପାଠ କଲେ ସେ ଦୁଃଖରେ ନିଜର ବସ୍ତ୍ରକୁ ଚିରି କହିଲେ, “ମୁଁ ସଦାପ୍ରଭୁ ଯିଏ ମୃତ ଓ ଜନ୍ମ ଦେବା ମୋର ଅଧୀନରେ ଅଟେ କି? କାହିଁକି ଚର୍ମ ରୋଗରୁ ଆରୋଗ୍ୟ ହେବ ବୋଲି ଅରାମ୍ ରାଜା ମୋ’ ପାଖକୁ ଜଣେ ଲୋକ ପଠାଇଛି? ତେଣୁ ମୁଁ ବିନୟ କରୁଛି, ତୁମ୍ଭେମାନେ ବିଗ୍ଭର କର। ସେ କିପରି ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଗୋଟିଏ ତୃଟି ପାଇବାକୁ ଚେଷ୍ଟା କରୁଅଛି।”


ତା'ପରେ ଏଲିୟ ବାଳକ ଉପରେ ତିନିଥର ନିଜକୁ ଲମ୍ବାଇ ଦେଲେ। ତା'ପରେ ସେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, “ହେ ସଦାପ୍ରଭୁ ମୋର ପରମେଶ୍ୱର, ଏହି ମୃତ ଶରୀରକୁ ଜୀବନ ପ୍ରଦାନ କର।”


ଶରୀର ମନୁଷ୍ୟକୁ ଜୀବନ ଦାନ କରେ ନାହିଁ। ଆତ୍ମା ଜୀବନ ଦିଏ। ମୁଁ ତୁମ୍ଭକୁ ଯାହା କହିଲି ତାହା ଆତ୍ମା, ତେଣୁ ଏସବୁ ବିଷୟ ଜୀବନ ଦିଏ।


ଶାସ୍ତ୍ରରେ ଲେଖା ଅଛି: “ପ୍ରଥମ ମନୁଷ୍ୟ (ଆଦମ) ସଜୀବ ପ୍ରାଣୀ,” କିନ୍ତୁ ଶେଷ ଆଦମ (ଖ୍ରୀଷ୍ଟ) ଜଣେ ଜୀବନଦାତା ଆତ୍ମା।


Swiv nou:

Piblisite


Piblisite