Biblia Todo Logo
Bib sou entènèt

- Piblisite -




ଯୋହନ 5:4 - ପବିତ୍ର ବାଇବଲ

4 ଏହାର କାରଣ, ଜଣେ ସ୍ୱର୍ଗଦୂତ ବେଳେବେଳ ଆସି ପୋଖରୀର ପାଣିକୁ ହଲାଉଥିଲେ। ସେତେବେଳେ ଯେଉଁ ରୋଗୀ ପ୍ରଥମେ ପାଣି ଭିତରକୁ ଯାଉଥିଲା, ସେ ସୁସ୍ଥ ହୋଇ ଯାଉଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କାରଣ କୌଣସି କୌଣସି ସମୟରେ ପ୍ରଭୁଙ୍କର ଜଣେ ଦୂତ ପୁଷ୍କରିଣୀରେ ଅବତରଣ କରି ଜଳ କମ୍ପାଉଥିଲେ, ଆଉ ଜଳ କମ୍ପିଲା ପରେ ଯେକେହି ପ୍ରଥମରେ ସେଥିରେ ପ୍ରବେଶ କରୁଥିଲା, ସେ ଯେକୌଣସି ରୋଗରେ ଆକ୍ରା; ହୋଇଥିଲେ ସୁଦ୍ଧା ସୁସ୍ଥ ହେଉଥିଲା।]

Gade chapit la Kopi

ଓଡିଆ ବାଇବେଲ

4 କାରଣ କୌଣସି କୌଣସି ସମୟରେ ପ୍ରଭୁଙ୍କର ଜଣେ ଦୂତ ପୁଷ୍କରିଣୀରେ ଅବତରଣ କରି ଜଳ କମ୍ପାଉଥିଲେ, ଆଉ ଜଳ କମ୍ପିଲା ପରେ ଯେ କେହି ପ୍ରଥମରେ ସେଥିରେ ପ୍ରବେଶ କରୁଥିଲା, ସେ ଯେକୌଣସି ରୋଗରେ ଆକ୍ରାନ୍ତ ହୋଇଥିଲେ ସୁଦ୍ଧା ସୁସ୍ଥ ହେଉଥିଲା ।]

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାରଣ କୌଣସି କୌଣସି ସମୟରେ ପ୍ରଭୁଙ୍କର ଜଣେ ଦୂତ ପୁଷ୍କରିଣୀରେ ଅବତରଣ କରି ଜଳ କମ୍ପାଉଥିଲେ, ଆଉ ଜଳ କମ୍ପିଲା ପରେ ଯେ କେହି ପ୍ରଥମରେ ସେଥିରେ ପ୍ରବେଶ କରୁଥିଲା, ସେ ଯେକୌଣସି ରୋଗରେ ଆକ୍ରାନ୍ତ ହୋଇଥିଲେ ସୁଦ୍ଧା ସୁସ୍ଥ ହେଉଥିଲା।]

Gade chapit la Kopi




ଯୋହନ 5:4
18 Referans Kwoze  

ବହୁତ ଅସୁସ୍ଥ ଲୋକେ ପୋଖରୀ ପାଖ ମଣ୍ଡପ ଗୁଡ଼ିକରେ ପଡ଼ି ରହୁଥିଲେ। ସେମାନଙ୍କ ମଧ୍ୟରୁ କେତେକ ଅନ୍ଧ, ଛୋଟା ଓ ପକ୍ଷାଘାତଗ୍ରସ୍ତ ରୋଗୀ ଥିଲେ।


ସେଠାରେ ଜଣେ ଲୋକ ପଡ଼ିରହିଥିଲା, ସେ ବିଗତ 38 ବର୍ଷଧରି ରୋଗଗ୍ରସ୍ତ ଥିଲା।


ସେ ରୋଗୀଟି ଉତ୍ତର ଦେଲା, “ମହାଶୟ, ପାଣି ହଲିବା ସମୟରେ ପାଣି ଭିତରକୁ ଯିବାରେ ସାହାଯ୍ୟ କରିବା ପାଇଁ ମୋର କେହି ଲୋକ ନାହାନ୍ତି। ମୁଁ ପ୍ରଥମେ ପାଣି ଭିତରକୁ ଯିବା ପାଇଁ ଚେଷ୍ଟା କଲାବେଳେ ଅନ୍ୟ ଜଣେ ମୋ’ ପୂର୍ବରୁ ପାଣି ଭିତରକୁ ଗ୍ଭଲିଯାଆନ୍ତି।”


ଇଲୀଶାୟ ଏକ ଦୂତ ନାମାନ୍ ନିକଟକୁ ପଠାଇ କହିଲେ, “ଯାଅ, ଯର୍ଦ୍ଦନ ନଦୀରେ ସାତଥର ସ୍ନାନ କର। ତାହାହେଲେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ।”


ମୁଁ ତୁମ୍ଭର ଆଜ୍ଞାସବୁ ପାଳନ କରିବାରେ, ବିଳମ୍ବ କରି ନାହିଁ।


ତୁମ୍ଭେ ବିଶ୍ରାମ କର ନାହିଁ କିମ୍ବା ନିଦ୍ରା ଯାଅ ନାହିଁ।


ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ। ଯେଉଁମାନେ ଚେଷ୍ଟା କରନ୍ତି, ମୋର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଆନ୍ତି।


ତୁମ୍ଭେ କୌଣସି କାର୍ଯ୍ୟ କର, ତାହା ଆପଣା ସମସ୍ତ ଶକ୍ତି ସହିତ କର। କାରଣ ତୁମ୍ଭେ ଯେଉଁ କବରକୁ ଯାଉଅଛ, ସେଠାରେ କିଛି କାର୍ଯ୍ୟ, ଯୋଜନା, ବୁଦ୍ଧି, ଜ୍ଞାନ ନାହିଁ।


ଲୋକଟି ମୋତେ କହିଲେ, “ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି। ଆଉ ତାହା ପ୍ରବାହିତ ହୋଇ ଆରବ୍ବାକୁ ଯିବ, ଆଉ ତାହା ମୃତ ସମୁଦ୍ରକୁ ଯିବ, ଏବଂ ଯେତେବେଳେ ଏହା ସମୁଦ୍ରରେ ପ୍ରବେଶ କରେ, ଏହାର ଜଳ ନିର୍ମଳ ହୋଇଯାଏ।


ସ୍ତ୍ରୀଲୋକର ପ୍ରସବ ବେଦନା ସଦୃଶ ତା'ର ଦଣ୍ତ କଷ୍ଟଦାୟକ ହେବ। ସେ ଜଣେ ଜ୍ଞାନୀ ପୁତ୍ର ହେବ ନାହିଁ। ଏପରି ଏକ ସମୟ ଆସିବ ସେ ଆଉ ତିଷ୍ଠିବ ନାହିଁ।


ମାତ୍ର ସେତେବେଳେ, ଏକ ନିର୍ଝର ଦାଉଦର ପରିବାର ଓ ଯିରୁଶାଲମ ନିବାସୀ ପାଇଁ ଖୋଲା ହେବ। ସେହି ଝରଣା ସେମାନଙ୍କର ପାପସବୁ ଓ ଅପବିତ୍ରତାକୁ ଧୋଇଦେବ।


ସେଦିନ, ଯିରୁଶାଲମରୁ ସ୍ୱଚ୍ଛ ଜଳ ପ୍ରବାହିତ ହେବ। ସେ ଅଧା ପ୍ରବାହିତ ହେବ ସମୁଦ୍ର ଆଡ଼କୁ ପୂର୍ବ ଦିଗକୁ ଓ ଅନ୍ୟ ଅଧା ପଶ୍ଚିମ ଦିଗ ସମୁଦ୍ର ଆଡ଼କୁ। ଏହା ଉଭୟ ଗ୍ରୀଷ୍ମକାଳ ଓ ଶୀତକାଳରେ ହେବ।


ଏଣୁ ଆଗ ପରମେଶ୍ୱରଙ୍କ ରାଜ୍ୟ ଓ ଉତ୍ତମ କାର୍ଯ୍ୟ ବିଷୟରେ ଚିନ୍ତା କର। ତୁମ୍ଭେ ଯେଉଁସବୁ ଭଲ କାମ କରିବା ପରମେଶ୍ୱର ଗ୍ଭହାନ୍ତି, ସେଗୁଡ଼ିକ କର। ତା'ହେଲେ ଏହିସବୁ ବିଷୟଗୁଡ଼ିକ ତୁମ୍ଭକୁ ଯୋଗାଇ ଦିଆଯିବ।


ବାପ୍ତିଜକ ଯୋହନଙ୍କ ସମୟରୁ ଆଜି ପର୍ଯ୍ୟନ୍ତ ସ୍ୱର୍ଗରାଜ୍ୟର ଶକ୍ତି ବୃଦ୍ଧି ପାଉଅଛି। ଏହାକୁ ବଳ ପ୍ରୟୋଗ କରି ଅଧିକାର କରି ନେବା ପାଇଁ ହିଂସ୍ର ପ୍ରକୃତିର ଲୋକମାନେ ଚେଷ୍ଟା କରୁଛନ୍ତି।


ଯୀଶୁ କହିଲେ, “ତୁମ୍ଭେମାନେ ଅଣଓସାରିଆ ଦ୍ୱାର ଦେଇ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବା ପାଇଁ କଠିନ ପରିଶ୍ରମ କର। ଅନେକ ଲୋକ ସେଠାରେ ପ୍ରବେଶ କରିବାକୁ ଚେଷ୍ଟା କରିବେ। କିନ୍ତୁ ସେମାନେ ପ୍ରବେଶ କରିବାକୁ ସମର୍ଥ ହେବେ ନାହିଁ।


“ମୋଶାଙ୍କ ନିୟମ ଓ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ଲେଖା ଅନୁସାରେ ଲୋକମାନେ ଜୀବନଯାପନ କରନ୍ତୁ ବୋଲି ପରମେଶ୍ୱର ଗ୍ଭହିଁଲେ। କିନ୍ତୁ ବାପ୍ତିଜକ ଯୋହନ ଆସିବା ପରଠାରୁ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ପାଇଁ ଅନେକ ଲୋକ ଅକ୍ଳାନ୍ତ ଚେଷ୍ଟା କରୁଛନ୍ତି।


ପୂର୍ବରୁ ତୁମ୍ଭମାନଙ୍କ ଭିତରୁ କେତେକ ଏହିପରି ଥିଲ। କିନ୍ତୁ ଏବେ ତୁମ୍ଭମାନଙ୍କ ପାପ ଧୌତ ହୋଇଛି। ତୁମ୍ଭମାନଙ୍କୁ ପବିତ୍ର କରାଯାଇଛି। ତୁମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭ ପରମେଶ୍ୱରଙ୍କ ଆତ୍ମା ଦ୍ୱାରା ଧାର୍ମିକ କରାଯାଇଛି।


ପରମେଶ୍ୱର ଆଲୋକରେ ବାସ କରନ୍ତି, ତେଣୁ ଆମ୍ଭେ ମଧ୍ୟ ଆଲୋକରେ ବାସ କରିବା ଉଚିତ୍। ଯଦି ଆମ୍ଭେ ଆଲୋକରେ ଜୀବନଯାପନ କରୁ, ତେବେ ଆମ୍ଭେ ପରସ୍ପର ସହଭାଗୀ ହୋଇପାରିବା। ଯଦି ଆମ୍ଭେମାନେ ଆଲୋକରେ ରହୁ, ତେବେ ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ଆମ୍ଭର ସମସ୍ତ ପାପ ଧୋଇଦିଏ।


Swiv nou:

Piblisite


Piblisite