ଯୋହନ 5:44 - ପବିତ୍ର ବାଇବଲ44 ତୁମ୍ଭେମାନେ ସରସ୍ପରଠାରୁ ପ୍ରଶଂସା ପାଇବା ପାଇଁ ଭଲ ପାଅ। କିନ୍ତୁ ଏକମାତ୍ର ପରମେଶ୍ୱରଙ୍କ ପାଖରୁ ଯେଉଁ ପ୍ରଶଂସା ଆସେ, ତାହା ପାଇବା ପାଇଁ ତୁମ୍ଭେ ଆଦୌ ଚେଷ୍ଟା କରୁ ନାହଁ। ତାହାହେଲେ ତୁମ୍ଭେ ଏ କଥା କିପରି ବିଶ୍ୱାସ କରି ପାରିବ। Gade chapit laପବିତ୍ର ବାଇବଲ (Re-edited) - (BSI)44 ତୁମ୍ଭେମାନେ କିପରି ବିଶ୍ଵାସ କରି ପାର? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି ଏକମାତ୍ର ଈଶ୍ଵରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ। Gade chapit laଓଡିଆ ବାଇବେଲ44 ତୁମ୍ଭେମାନେ କିପରି ବିଶ୍ୱାସ କରି ପାର ? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ୱରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ । Gade chapit laପବିତ୍ର ବାଇବଲ (CL) NT (BSI)44 ତୁମ୍ଭେମାନେ ପରସ୍ପରଠାରୁ ପ୍ରଶଂସା ପାଇବା ପାଇଁ ଲାଳାୟିତ, କିନ୍ତୁ ସ୍ୱୟଂ ଈଶ୍ୱରଙ୍କ ଦ୍ୱାରା ଅନୁଗହୀତ ହେବ ପାଇଁ ଉଦ୍ୟମ କରୁ ନାହଁ। ତାହାହେଲେ ତୁମ୍ଭେମାନେ ମୋତେ କିପରି ବିଶ୍ୱାସ କରିପାରିବ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ତୁମ୍ଭେମାନେ କିପରି ବିଶ୍ୱାସ କରିପାର? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ବରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ। Gade chapit la |
“ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହରୁ ଓ ତୁମ୍ଭ ପିତୃଗୃହରୁ ଚିରଦିନ ପାଇଁ ମୋର ଯାଜକ ହେବ ବୋଲି ମୁଁ ପ୍ରତିଜ୍ଞା କଲି। କିନ୍ତୁ ଏବେ ସଦାପ୍ରଭୁ କହନ୍ତି, ‘ତାହା ଆଉ କେବେ ଘଟିବ ନାହିଁ। କାରଣ ଯେଉଁମାନେ ମୋତେ ସମ୍ମାନ କରନ୍ତି, ମୁଁ ସେମାନଙ୍କୁ ସମ୍ମାନ କରିବି। କିନ୍ତୁ ଯେଉଁମାନେ ମୋତେ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କୁ ଅସମ୍ମାନ କରାଯିବ।